Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଲଓ୍ବାମାରେ ସୁରକ୍ଷା ବଳଙ୍କ ଉପରେ ଆକ୍ରମଣ : ଦୁଇ ଯବାନ ଆହତ
ଆଜିର ଖବର

ପୁଲଓ୍ବାମାରେ ସୁରକ୍ଷା ବଳଙ୍କ ଉପରେ ଆକ୍ରମଣ : ଦୁଇ ଯବାନ ଆହତ

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜମ୍ମୁ କାଶ୍ମୀରର ପୁଲଓ୍ବାମାରେ ସୁରକ୍ଷା ବଳଙ୍କ ଉପରେ ପୁନର୍ବାର ଆକ୍ରମଣ କରାଯାଇଛି । ଗୁରୁବାର କରାଯାଇଥିବା ଆକ୍ରମଣରେ ଦୁଇ ଜଣ ସିଆରପିଏଫ୍‌ ଯବାନ ଆହତ ହୋଇଛନ୍ତି । ଗତକାଲି ଦୁଇ ଜଣ ବିଏସ୍‌ଏଫ୍‌ ଯବାନ ଶହୀଦ ହୋଇଥିବା ବେଳେ ଆଜି ସର୍ଚ୍ଚ ଅପରେସନ୍‌ରେ କୁପ୍‌ଓ୍ବାରାରୁ 3 ଜଣ ଆତଙ୍କୀ ଗିରଫ ହୋଇଥିଲେ । ଏହି ଘଟଣା ପରେ ସିଆରପିଏଫ୍‌ ଯବାନଙ୍କ ଉପରକୁ ଅଚାନକ ହମ୍‌ଲା କରାଯାଇଥିଲା । ଦୁଇ ଆହତ ଯବାନଙ୍କୁ ସ୍ଥାନୀୟ ମିଲିଟାରୀ ହସ୍ପିଟାଲରେଭର୍ତ୍ତି କରାଯାଇଥିବା ନେଇ ସିଆରପିଏଫ୍‌ ଡିଜି ସୂଚନା ଦେଇଛନ୍ତି । (ଏଜେନ୍ସି)

bsf crpf pulwama
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ବିଜୟଙ୍କ ଏହି ଯୋଜନାକୁ ପ୍ରଶଂସା କଲେ ବିଜେପି ନେତା: କିନ୍ତୁ ଦୁର୍ନୀତିକୁ ନେଇ କଲେ ଆଶଙ୍କା

September 28, 2026

୭ ହଜାର ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

September 28, 2026

ଉଜ୍ଜୈନ ଶାହି ମସଜିଦ ଉଚ୍ଛେଦକୁ ନେଇ ପଥରମାଡ଼: ପୋଲିସ ଗୁରୁତର, ୫ ଗିରଫ

September 28, 2026

ଯୌତୁକ ପାଇଁ ନବବଧୂଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ: ସ୍ବାମୀ ଅଟକ

September 28, 2026
Latest News

ମୁଖ୍ୟମନ୍ତ୍ରୀ ବିଜୟଙ୍କ ଏହି ଯୋଜନାକୁ ପ୍ରଶଂସା କଲେ ବିଜେପି ନେତା: କିନ୍ତୁ ଦୁର୍ନୀତିକୁ ନେଇ କଲେ ଆଶଙ୍କା

September 28, 2026

୭ ହଜାର ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

September 28, 2026

ଉଜ୍ଜୈନ ଶାହି ମସଜିଦ ଉଚ୍ଛେଦକୁ ନେଇ ପଥରମାଡ଼: ପୋଲିସ ଗୁରୁତର, ୫ ଗିରଫ

September 28, 2026

ଯୌତୁକ ପାଇଁ ନବବଧୂଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ: ସ୍ବାମୀ ଅଟକ

September 28, 2026

ବିଜେଡିର ଆନ୍ଦୋଳନ ପ୍ରସଙ୍ଗ: ସରକାରଙ୍କୁ ପ୍ରସ୍ତାବ ନଦେଇ ବିରୋଧ କରିବା ଦାୟିତ୍ୱହୀନତା ବୋଲି ମନମୋହନ ସାମଲଙ୍କ କଟାକ୍ଷ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.