Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ : ତିନି ମୃତ, ଶିଶୁ ଗୁରୁତର
ଆଜିର ଖବର

ଦୁଇ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ : ତିନି ମୃତ, ଶିଶୁ ଗୁରୁତର

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ରକାନ୍ତି ବୌଦ୍ଧ
ନରସିଂହପୁର : କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କମଳାଦେଇପୁର ଛକ ଠାରେ ଏକ ବାଲି ବୋଝେଇ ଟ୍ରକ ସହ ଦୁଇଟି ବାଇକ ମୁହାଁ ମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଦୁଇ ବର୍ଷର ଶିଶୁ କନ୍ୟା ଗୁରୁତର ହୋଇଛି । ଘଟଣା ସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶିଶୁ କନ୍ୟାଟିକୁ 108 ଆମ୍ବୁଲାନ୍ସ ଯୋଗେ ନରସିଂହପୁର ଡାକ୍ତରଖାନାକୁ ନିଆଯାଇଛି । ପ୍ରାଣ ହରାଇଥିବା ତିନି ଜଣ ହେଉଛନ୍ତି ଚନ୍ଦନ ବେହେରା, ମାଧାବ ବେହେରା ଓ ଗାଗୁ ବେହେରା । ଘଟଣା ସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ନରସିଂହପୁର ପୋଲିସ ପହଂଚି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ମାନଙ୍କ ଶବ ବ୍ୟବଚ୍ଛେଦ ପାଇଁ ନରସିଂହପୁରରେ କୌଣସି ସୁବିଧା ନଥିବାରୁ ଆସନ୍ତା କାଲି ବଡ଼ମ୍ବା ପଠାଯିବ ବୋଲି ନରସିଂହପୁର ଥାନା ଅଧିକାରୀ ଲିଙ୍ଗରାଜ ଲେଙ୍କା ସୂଚନ ଦେଇଛନ୍ତି ।

accident narasinghpur
Share. Facebook Twitter LinkedIn Email WhatsApp Copy Link

Related Posts

ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ଆକ୍ରମଣରେ ୭ ଆହତ, ୩ ଗୁରୁତର

August 29, 2026

ଶକ୍ତିପୀଠରେ ଗହ୍ମା ପର୍ବ: ମା’ ଭଗବତୀଙ୍କ ‘ଗହ୍ମାଡ଼ିଆଁ’ ନୀତି ନିଆରା ପରମ୍ପରା

August 29, 2026

LIC କନ୍ୟାଦାନ ପଲିସି କ’ଣ?: ଝିଅର ଭବିଷ୍ୟତ ପାଇଁ ଏକ ଭଲ ଯୋଜନା

August 29, 2026

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ୬ଟି ଏମଓୟୁ ସ୍ୱାକ୍ଷରିତ

August 29, 2026
Latest News

ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ଆକ୍ରମଣରେ ୭ ଆହତ, ୩ ଗୁରୁତର

August 29, 2026

ଶକ୍ତିପୀଠରେ ଗହ୍ମା ପର୍ବ: ମା’ ଭଗବତୀଙ୍କ ‘ଗହ୍ମାଡ଼ିଆଁ’ ନୀତି ନିଆରା ପରମ୍ପରା

August 29, 2026

LIC କନ୍ୟାଦାନ ପଲିସି କ’ଣ?: ଝିଅର ଭବିଷ୍ୟତ ପାଇଁ ଏକ ଭଲ ଯୋଜନା

August 29, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଏବଂ କିର୍ଗିଜ୍ ଗଣରାଜ୍ୟ ଗସ୍ତ

August 29, 2026

ପ୍ରାୟ ୨୦% କମିଲା ମିଲ୍‌ ଚିନି ଦର: କମୁଛି ଖୁଚୁରା ମୂଲ୍ୟ

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.