Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରେ ସଂକ୍ରମିତ ହେଲେ ବଧୂ : କ୍ବାରେଣ୍ଟାଇନ୍‌ରେ ଗଲେ 35 ବରଯାତ୍ରୀ
ଆଜିର ଖବର

କରୋନାରେ ସଂକ୍ରମିତ ହେଲେ ବଧୂ : କ୍ବାରେଣ୍ଟାଇନ୍‌ରେ ଗଲେ 35 ବରଯାତ୍ରୀ

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ : ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ବାହାଘରରେ ଜଣେ ବଧୂଙ୍କଠାରେ କରୋନା ପଜିଟିଭ୍‌ ଆସିବା ପରେ 35 ଜଣ ବରଯାତ୍ରୀଙ୍କୁ କ୍ବାରେଣ୍ଟିନ୍‌ କରାଯାଇଛି । ମିଳିଥିବା ସୂଚନା ଅନୁସାରେ ସହରରେ ଜାଟଖେଡିଠାରେ ମେ 18 ତାରିଖରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା । ସତଲାପୁର ଗ୍ରାମରୁ ଏକ ବରଯାତ୍ରୀ ଦଳ ଏହି ବାହାଘରରେ ଯୋଗ ଦେଇଥିଲେ । ବାହାଘରରେ ବଧୂଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସମ୍ପୃକ୍ତ 35 ଜଣ ବରଯାତ୍ରୀଙ୍କୁ କ୍ବାରେଣ୍ଟିନ୍‌ କରାଯିବାସହ ଜାଟଖେଡିକୁ କଣ୍ଟେନେମଣ୍ଟ ଜୋନ୍‌ କରାଯାଇଛି।

ଏହି ବାହାଘରରେ ଅନୁମତିଠାରୁ ଅଧିକ ଲୋକେ ସାମିଲ୍‌ ରହିଥିଲେ । ଏକ ବସ୍‌ରେ ଏହି ସମସ୍ତ ବରଯାତ୍ରୀମାନେ ରହିଥିଲେ । ତେବେ ଏବେ ବାହାଘର ପାଇଁ କେବଳ ନିଜ ଗାଡିର ବ୍ୟବହାର କରିହେବ ବୋଲଇ ସୂଚନା ଦିଆଯାଇଛି । ବାହାଘରରେ ଉଭୟ ପକ୍ଷର ମୋଟ୍‌ 50 ଜଣ ସଦସ୍ୟ ଉପସ୍ଥିତ ରହିପାରିବେ ବୋଲି ନିର୍ଦ୍ଦେଶ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମ ପରିବର୍ତ୍ତନ କଲେ ହରାଇବେ SC/ST ମାନ୍ୟତା: ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି

March 24, 2026

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026
Latest News

ଧର୍ମ ପରିବର୍ତ୍ତନ କଲେ ହରାଇବେ SC/ST ମାନ୍ୟତା: ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି

March 24, 2026

ଏମିତି କାହାଣି କେବେ ଶୁଣିନି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026

ହିମାଚଳ ପ୍ରଦେଶ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 24, 2026

ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ: ୧୧୦ ସୈନିକ କରୁଥିଲେ ଯାତ୍ରା

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.