Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗକୁ 1 ହଜାର କୋଟି ସହାୟତା ଘୋଷଣା
ଆଜିର ଖବର

ପଶ୍ଚିମବଙ୍ଗକୁ 1 ହଜାର କୋଟି ସହାୟତା ଘୋଷଣା

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା : ପଶ୍ଚିମବଙ୍ଗକୁ 1 ହଜାର କୋଟିର ଆଗୁଆ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପଶ୍ଚିମବଙ୍ଗ ପାଇଁ 1 ହଜାର କୋଟି ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଆଜି ପଶ୍ଚିମବଙ୍ଗର ବାତ୍ୟା ବିତ୍ପାତ ଅଞ୍ଚଳ ପରିଦର୍ଶନ ପରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘୋଷଣା କରିଛନ୍ତି। ଅଗ୍ରିମ ଆକାରରେ 1 ହଜାର କୋଟି ଦିଆଯାଉଥିବା କହିଲେ ପ୍ରଧାନମନ୍ତ୍ରୀ ମନ୍ତ୍ରୀ ।  ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ସହାୟତା ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନକୁମ୍ପା ରାଶି ଦେବାକୁ ଘୋଷଣା କରାଯାଇଛି । ସେହିପରି ବାତ୍ୟାରେ ଆହତ ହୋଇଥିବା ଲୋକଙ୍କୁ 50ହଜାର ଟଙ୍କା ମିଳିବବୋଲି ସୂଚନା ଦେଇଛନ୍ତି ମୋଦି ।  ବାତ୍ୟାରେ 80ଜଣଙ୍କର ମୃତ୍ୟୁ ଘଟିଥିବାର କହିଛନ୍ତି ପ୍ରଧାନମନ୍ତ୍ରୀ ।

ବାତ୍ୟା ଆମ୍ଫାନ୍‌ ଜନିତ କ୍ଷୟକ୍ଷତିର ତୁରନ୍ତ ପୁଙ୍ଖାନୁପୁଙ୍ଖ ସର୍ଭେ କରିବାକୁ କେନ୍ଦ୍ରୀୟ ଟିମ୍‌ ଆସିବେ ବୋଲି କହିଛନ୍ତି ମୋଦି । କେନ୍ଦ୍ରୀୟ ଟିମ୍‌ ଆସି ସମସ୍ତ କ୍ଷୟକ୍ଷତିର ଅନୁଧ୍ୟାନ କରିବେ ବୋଲି ସୂଚନା ଦେଇଛନ୍ତି ମୋଦି। ଏ ଦୁର୍ଦ୍ଦିନ ସମୟରେ ପଶ୍ଚିମବଙ୍ଗ ସହ ଆମେ ସମେସ୍ତ ଅଛୁ ବୋଲି କହିଛନ୍ତି ମୋଦି । ଭାରତ ସରକାର କାନ୍ଧରେ କାନ୍ଧ ମିଶାଇ କାମ କରିବେ ବୋଲି କହିଛନ୍ତି ମୋଦି।

ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ମମତା ବାନାର୍ଜୀ ସହାୟତା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.