Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇଟି ପୃଥକ ଦୁର୍ଘଟଣାରେ 5 ପ୍ରବାସୀ ଶ୍ରମିକ ମୃତ
ଆଜିର ଖବର

ଦୁଇଟି ପୃଥକ ଦୁର୍ଘଟଣାରେ 5 ପ୍ରବାସୀ ଶ୍ରମିକ ମୃତ

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୁଲନ୍ଦସହର : ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଦୁଇଟି ପୃଥକ ଦୁର୍ଘଟଣାରେ 5 ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ଲକ୍‌ଡାଉନ୍‌କୁ ଦୁଇ ମାସ ପୁରିବାକୁ ବସିଥିବା ବେଳେ ପ୍ରବାସୀଙ୍କ ଦୁଃଖ ସରୁନାହିଁ । ଶୁକ୍ରବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ କିଛି ଶ୍ରମିକ ଯାଉଥିବା ବେଳେ ଭ୍ୟାନ୍‌ଟି ଓଲଟି ପଡିବାରୁ ଦୁଇ ଜଣ ପ୍ରବାସୀ ଶ୍ରମିକ ପ୍ରାଣ ହରାଇଛନ୍ତି । ଭ୍ୟାନ୍‌ଟି ଏକ ଇଲେକ୍ଟ୍ରିକ୍‌ ପୋଲ୍‌ରେ ଧକ୍କା ହେବା ସହିତ ଓଲଟି ପଡିବାରୁ ଏହି ଅଘଟଣ ଘଟିଥିଲା । ଏହି ଶ୍ରମିକ ମାନେ ସୁରଟରୁ ବିଜ୍‌ନୋର ପର୍ଯ୍ୟନ୍ତ ଫେରୁଥିଲେ ।

ସେହିପରି ଅନ୍ୟ ଏକ ଘଟଣାରେ ଆଉ ତିନି ଜଣ ପ୍ରବାସୀ ଶ୍ରମିକ ପ୍ରାଣ ହରାଇଛନ୍ତି । ଦିଲ୍ଲୀରୁ ବଦାଉଁ ଫେରୁଥିବା ବେଳେ ରାସ୍ତା ଦାଢରେ ଶୋଇଥିବା ଶ୍ରମିକଙ୍କ ଉପରେ ଡମ୍ପର ମାଡି ଯିବାରୁ ତିନି ଜଣ ପ୍ରାଣ ହରାଇଛନ୍ତି । ମିର୍ଜାପୁରରେ ରାସ୍ତା ଦାଢରେ ଶୋଇଥିବା ଶ୍ରମିକଙ୍କ ଉପରେ ଡମ୍ପର ମାଡି ଯାଇଥିଲା । (ଏଜେନ୍ସି)

accident bulandsahar migrantlabour
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Latest News

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.