Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆକାଶମାର୍ଗରୁ ସ୍ଥିତି ଦେଖିବା ପରେ ଓଡିଶା ପାଇଁ 5 ଶହ କୋଟିର ଆର୍ଥିକ ସହାୟତା ଘୋଷଣା କଲେ ମୋଦି
ଆଜିର ଖବର

ଆକାଶମାର୍ଗରୁ ସ୍ଥିତି ଦେଖିବା ପରେ ଓଡିଶା ପାଇଁ 5 ଶହ କୋଟିର ଆର୍ଥିକ ସହାୟତା ଘୋଷଣା କଲେ ମୋଦି

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଓଡିଶାର ବାତ୍ୟା ପ୍ରଭାବିତ ଅଞ୍ଚଳ ପାଇଁ 500 କୋଟିର ସହାୟତା ଘୋଷଣା କରିଛନ୍ତି ନରେନ୍ଦ୍ର ମୋଦି । କ୍ଷତିଗ୍ରସ୍ତ ଅଞ୍ଚଳକୁ ଯାଇ ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ଭୁବନେଶ୍ବର ବିମାନ ବନ୍ଦରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ 500 କୋଟିର ଆଗୁଆ ସହାୟତା ରାଶିର ଘୋଷଣା କରିଥିଲେ ।

ଏପରି ବିପର୍ଯ୍ୟୟ ସମୟରେ ରାଜ୍ୟ ମାନଙ୍କ ସହିତ କାନ୍ଧ କାନ୍ଧ ମିଳାଇ ସରକାର କାମ କରୁଛନ୍ତି । ସେହିପରି ସମ୍ପୂର୍ଣ୍ଣ ରିପୋର୍ଟ ଆସିବା ପରେ ପୂର୍ଣ୍ଣକାଳୀନ ସହାୟତା ପ୍ରଦାନ କରାଯିବ । ସେହିପରି ବାତ୍ୟା ମୁକାବିଲାରେ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ବିମାନବନ୍ଦରର କନଫରେନ୍ସ ହଲ୍‌ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହିତ ଓଡିଶା ରାଜ୍ୟପାଳ ଗଣେଷୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ଉପସ୍ଥିତ ରହିଥିଲେ । ଉଲ୍ଲେଖଯୋଗ୍ୟ ଯେ, ଏହି ସମୀକ୍ଷା ବୈଠକ ପରେ 6.15 ମିନିଟ୍‌ ସମୟରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

amphan Modi Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026
Latest News

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.