Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟପ୍ରଦେଶର ବ୍ରାଣ୍ଡ ଆମ୍ବାସଡ଼ର ହେବେ ସଲମାନ ଖାନ୍‌
ଆଜିର ଖବର

ମଧ୍ୟପ୍ରଦେଶର ବ୍ରାଣ୍ଡ ଆମ୍ବାସଡ଼ର ହେବେ ସଲମାନ ଖାନ୍‌

March 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
salman khan appoints as a brandambasador of madhya pradesh
salman khan appoints as a brandambasador of madhya pradesh

ବଲିଉଡ୍‌ର ଭାଇଜାନ୍‌ ସଲମାନ ଖାନ୍‌ କେବଳ ଫିଲ୍ମ ପାଇଁ ନୁହେଁ, ଲୋକମାନଙ୍କୁ ସାହାଯ୍ୟ କରିବାକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥାନ୍ତି । ନୂଆ ନୂଆ ଚେହେରାକୁ ବଲିଉଡ୍‌ରେ ସୁଯୋଗ ଦେବା ପାଇଁ ସେ ସବୁ ବେଳେ ପ୍ରୟାସ କରୁଥିବା ବେଳେ ତାଙ୍କ ପ୍ରୟାସ ପାଇଁ କିଛି କଳାକାର ଆଜି ସୁପରଷ୍ଟାର ପାଲଟିଛନ୍ତି । ଏବେ ଭାଇଜାନ୍‌ ଫ୍ୟାନ୍‌ମାନଙ୍କ ପାଇଁ ଖୁସି ଖବର ରହିଛି । ସଲମାନ୍‌ ଖାନ୍‌ ମଧ୍ୟପ୍ରଦେଶର ବ୍ରାଣ୍ଡ୍‌ ଆମ୍ବାସାଡାର୍‌ ହେବେ ବୋଲି ସୂଚନା ମିଳିଛି । ଏକ ସାମ୍ବାଦିକ ସମ୍ମିଳନୀରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥ ଏହି ବିଷୟରେ ସୂଚନା ଦେଇଛନ୍ତି ।  ଭାଇଜାନ୍‌ଙ୍କ ପରି ଜଣେ ଲୋକପ୍ରିୟ ସେଲିବ୍ରିଟିଙ୍କ ମଧ୍ୟପ୍ରଦେଶ ସହିତ ଜଡିତ ରହିଲେ, ମଧ୍ୟପ୍ରଦେଶର ପର୍ଯ୍ୟଟନ କ୍ଷେତ୍ରଗୁଡ଼ିକ ଦେଶବିଦେଶରେ ଆହୁରି ପରିଚିତ ହୋଇ ପାରିବ ବୋଲି ଆଶା ରଖିଛନ୍ତି ମୁଖ୍ୟମନ୍ତ୍ରୀ କମଲନାଥ । ସଲ୍‌ମାନ୍‌ଙ୍କ ପରିବାର ଇନ୍ଦୋର ସହର ସହ ଜଡିତ। ତାଙ୍କ ପୈତୃକ ଘର ଇନ୍ଦୋରରେ ଥିବା ବେଳେ ସେଠାରେ ସଲ୍‌ମାନ୍‌ ଜନ୍ମ ଗ୍ରହଣ କରିଛନ୍ତି। ଚଳିତ ଇଦ୍‌ରେ ସଲମାନ୍‌ଙ୍କ ବହୁତ ପ୍ରତିକ୍ଷୀତ ଫିଲ୍ମ ‘ଭାରତ୍‌’ ରିଲିଜ୍‌ ହେବାକୁ ରହିଛି ।

madhyapradesh salmankhan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.