Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରସୁଗୁଡାରେ 5 ବର୍ଷର ଶିଶୁ କରୋନା ଆକ୍ରାନ୍ତ
ଆଜିର ଖବର

ଝାରସୁଗୁଡାରେ 5 ବର୍ଷର ଶିଶୁ କରୋନା ଆକ୍ରାନ୍ତ

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଝାରସୁଗୁଡାରୁ ଜଣେ 5 ବର୍ଷୀୟ ଶିଶୁ କରୋନା ଦ୍ବାରା ଆକ୍ରାନ୍ତ ହୋଇଛି । ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ ଏହି ସୂଚନା ପ୍ରଦାନ କରିଛନ୍ତି । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଆକ୍ରାନ୍ତ ଜଣକ ରହିଥିଲେ । ଆକ୍ରାନ୍ତ ଜଣକ ମଙ୍ଗଳ ବଜାର ଅଞ୍ଚଳର ବୋଲି ଜଣାପଡିଛି । ବାହାର ରାଜ୍ୟରୁ ଆସିବା ପରେ ପରିବାର ସହିତ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଥିଲେ ଏହି ଶିଶୁ ଜଣକ । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁମଦାୟ 1189 ଜଣ ଆକ୍ରାନ୍ତ ରହିଥିବା ବେଳେ 439 ଜଣ ସୁସ୍ଥ ହୋଇଛନ୍ତି ଏବଂ 7 ଜଣଙ୍କର ପ୍ରାଣହାନି ଘଟିଛି ।

corona
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଲଞ୍ଚ ହେବ ଓବେନ୍ ଇଲେକ୍ଟ୍ରିକ୍‌ର ନୂଆ ବାଇକ୍!: କମ ମୂଲ୍ୟରେ ମିଳିବ ଲମ୍ବା ରେଞ୍ଜ

April 30, 2026

ଆଜି ଘରୋଇ ଗ୍ରାଉଣ୍ଡରେ ଆରସିବି ବିରୋଧରେ ଲଢିବ ଗୁଜରାଟ: ଜାଣନ୍ତୁ ହେଡ୍-ଟୁ-ହେଡ୍ ରେକର୍ଡ

April 30, 2026

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026
Latest News

ଆଜି ଲଞ୍ଚ ହେବ ଓବେନ୍ ଇଲେକ୍ଟ୍ରିକ୍‌ର ନୂଆ ବାଇକ୍!: କମ ମୂଲ୍ୟରେ ମିଳିବ ଲମ୍ବା ରେଞ୍ଜ

April 30, 2026

ଆଜି ଘରୋଇ ଗ୍ରାଉଣ୍ଡରେ ଆରସିବି ବିରୋଧରେ ଲଢିବ ଗୁଜରାଟ: ଜାଣନ୍ତୁ ହେଡ୍-ଟୁ-ହେଡ୍ ରେକର୍ଡ

April 30, 2026

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.