Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନ୍ଦରଗଡରୁ ଆଉ 5 ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ସୁନ୍ଦରଗଡରୁ ଆଉ 5 ଜଣ କରୋନା ଆକ୍ରାନ୍ତ ଚିହ୍ନଟ

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ସୁନ୍ଦରଗଡରୁ ଆଉ 5 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାପାଳ ନିଖିଲ୍‌ ପଓ୍ବନ୍‌ କଲ୍ୟାଣ ଏହି ସୂଚନା ପ୍ରଦାନ କରିଛନ୍ତି । ପାଞ୍ଚ ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ତିନି ଜଣ ମହିଳା ରହିଛନ୍ତି । ସମସ୍ତେ ମହାରାଷ୍ଟ୍ର ଫେରନ୍ତା ଏବଂ କ୍ବାରେଣ୍ଟିନ୍‌ରେ ରହିଥିଲେ । ଆକ୍ରାନ୍ତ ଚିହ୍ନଟ ହେବା ପରେ ସମସ୍ତ ଆକ୍ରାନ୍ତଙ୍କୁ ରାଉରକେଲା ସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

corona covid19 sundargarh
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନ ବିପକ୍ଷରେ ଇତିହାସ ରଚିଲେ ଇଶାନ କିଶାନ

June 17, 2026

ଜଙ୍ଗଲରୁ ଅସହାୟ ମା’ଙ୍କୁ ଉଦ୍ଧାର କଲା ପୋଲିସ: ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଉଚ୍ଚ ପ୍ରଶଂସା କଲେ ବ୍ରହ୍ମପୁର ସାଂସଦ

June 17, 2026

ପଦ୍ମଶ୍ରୀରେ ସମ୍ମାନିତ ହେବେ ‘‘ଝାଡ଼ୁ ଯୋଦ୍ଧା’’: ଜାଣନ୍ତୁ ସେ କିଏ?

June 17, 2026

ଭାରତ ଆଜି ବିଶ୍ୱର ଅନ୍ୟତମ ଆର୍ଥିକ ମହାଶକ୍ତିରେ ପରିଣତ ହୋଇଛି: ଭଦ୍ରକ ସାଂସଦ

June 17, 2026
Latest News

ଆଫଗାନିସ୍ତାନ ବିପକ୍ଷରେ ଇତିହାସ ରଚିଲେ ଇଶାନ କିଶାନ

June 17, 2026

ଛଅ ଶିବସେନା ସାଂସଦଙ୍କ ଯୋଗଦାନ ସହିତ NDA କେତେ ମଜବୁତ ହେବ?: ପଢନ୍ତୁ ସମ୍ପୂର୍ଣ୍ଣ ବିଶ୍ଳେଷଣ

June 17, 2026

ଜଙ୍ଗଲରୁ ଅସହାୟ ମା’ଙ୍କୁ ଉଦ୍ଧାର କଲା ପୋଲିସ: ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଉଚ୍ଚ ପ୍ରଶଂସା କଲେ ବ୍ରହ୍ମପୁର ସାଂସଦ

June 17, 2026

ପଦ୍ମଶ୍ରୀରେ ସମ୍ମାନିତ ହେବେ ‘‘ଝାଡ଼ୁ ଯୋଦ୍ଧା’’: ଜାଣନ୍ତୁ ସେ କିଏ?

June 17, 2026

ଭାରତ ଆଜି ବିଶ୍ୱର ଅନ୍ୟତମ ଆର୍ଥିକ ମହାଶକ୍ତିରେ ପରିଣତ ହୋଇଛି: ଭଦ୍ରକ ସାଂସଦ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.