Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଏକ ପ୍ରବାସୀ ଶ୍ରମିକଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ : 35 ଆହତ, ତିନି ଗୁରୁତର
ଆଜିର ଖବର

ପୁଣି ଏକ ପ୍ରବାସୀ ଶ୍ରମିକଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ : 35 ଆହତ, ତିନି ଗୁରୁତର

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରୟାଗରାଜ ଉତ୍ତରପ୍ରଦେଶର ପ୍ରୟାଗରାଜରେ ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ସୂଚନା ରହିଛି। ଏହି ଦୁର୍ଘଟଣାରେ 35 ଜଣ ଆହତ ହୋଇଥିବାବେଳେ ତିନିଜଣଙ୍କ ଅବସ୍ଥା ଗୁରୁତର ରହିଛି। ମିଳିଥିବା ସୂଚନା ଅନୁସାରେ ବସ୍‌ର ଟାୟାର ଫାଟିବା କାରଣରୁ ବସଟି ଓଲଟି ପଡିଥିଲା। ବସ୍‌ ଟି ଜୟପୁରରୁ ପଶ୍ଚିମବଙ୍ଗ ଯାଉଥିବା ବାଟରେ ପ୍ରୟାଗରାଜର  ନଓ୍ବାବଗଞ୍ଜ ଅଞ୍ଚଳରେ ଏହି ଅଘଟଣ ଘଟିଛି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

କରୋନା ସଂକଟକୁ ଦେଖି ମାର୍ଚ୍ଚ 24 ତାରିଖରେ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏବେ ଦେଶରେ ଲକ୍‌ ଡାଉନ୍‌ 4.0 ଜାରି ହୋଇଛି । ଲକ୍‌ ଡାଉନ୍‌ ସମୟରେ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ପରିସ୍ଥିତିକୁ ଦେଖି ପ୍ରବାସୀ ଶ୍ରମିକମାନେ ନିଜ ନିଜ ରାଜ୍ୟକୁ ପଳାୟନ କରିବାକୁ ବାଧ୍ୟ ହେଉଛନ୍ତି । ଏହି ପଳାୟନ ମଧ୍ୟରେ ଦେଶରେ ବିଭିନ୍ନ ଅଞ୍ଚଳରେ ବସ୍‌ ଦୁର୍ଘଟଣା, ଟ୍ରେନ୍‌ ଦୁର୍ଘଟଣା  ଓ ସଡକ ଦୁର୍ଘଟଣାରେ ଶ୍ରମିକଙ୍କ ମୃତ୍ୟୁ ହେଉଥିବାର ସୂଚନା ମିଳୁଛି ।

କିଛି ଦିନ ତଳେ ୟୁପିର ଔରେୟାଠାରେ ଏକ ସଡକ ଦୁର୍ଘଟଣାରେ 24 ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ 35 ଜଣ ଶ୍ରମିକ ଗୁରୁତରଆହତ ହୋଇଥିଲେ । ଏହି ଘଟଣା ପାଇଁ ସୀମାର ଦୁଇ ଏସ୍‌ଏଚ୍‌ଓଙ୍କ ନିଲମ୍ବିତ ମଧ୍ୟ କରାଯାଇଥିଲା । (ଏଜେନ୍ସି)

ଆହତ ଗୁରୁତର ପ୍ରବାସୀ ଶ୍ରମିକ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.