Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 3ହଜାର 720 ଛୁଇଁଲା
ଆଜିର ଖବର

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 3ହଜାର 720 ଛୁଇଁଲା

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

 

ନୂଆଦିଲ୍ଲୀ : ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ସତ୍ତ୍ବେ ସଂକ୍ରମିତ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ଦେଶରେ ଗତ 24 ଘଣ୍ଟା ମଧ୍ୟରେ ନୂତନ 6654ଟି ମାମଲା ଆସିଛି । ସେହିପରି ବିଗତ 24 ଘଣ୍ଟା ମଧ୍ୟରେ 137 ଜଣ ମୃତ୍ୟୁ ହୋଇଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ  ଦେଶରେ ଏ ପର୍ଯ୍ୟନ୍ତ ଏକ ଲକ୍ଷ 25 ହଜାର 101 ଜଣ ସଂକ୍ରମିତ ହୋଇଥିବାବେଳେ 3720 ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ 51 ହଜାର 784 ଜଣ ସୁସ୍ଥ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ ମହାରାଷ୍ଟ୍ରରେ ସର୍ବାଧିକ 1517ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗୁଜୁରାଟରେ 802, ମଧ୍ୟପ୍ରଦେଶରେ 272, ପଶ୍ଚିମବଙ୍ଗରେ 265, ରାଜସ୍ଥାନରେ 153, ଦିଲ୍ଲୀରେ 208, ଉତ୍ତରପ୍ରଦେଶରେ 152, ଆନ୍ଧ୍ରପ୍ରଦେଶରେ 55, ତାମିଲନାଡୁରେ 98, ତେଲେଙ୍ଗାନାରେ 45, କର୍ଣ୍ଣାଟକରେ 41, ପଞ୍ଜାବରେ 39, ଜମ୍ମୁକାଶ୍ମରୀରରେ 20, ହରିୟାଣାରେ 16, ବିହାରରେ 11, କେରଳରେ 4, ଝାଡଖଣ୍ଡରେ 3, ଓଡ଼ିଶାରେ 7, ଚଣ୍ଡୀଗଡରେ 3, ହିମାଚଳ ପ୍ରଦେଶରେ 3, ଆସାମରେ 4 ଓ ମେଘାଳୟରେ ଜଣଙ୍କର ମୃତ୍ୟୁ ହୋଇଛି ।

କରୋନା ଗୁଜୁରାଟ ମହାରାଷ୍ଟ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ପର୍ଯ୍ୟଟନ ଦିବସ: ପ୍ରଯୁକ୍ତିବିଦ୍ୟା ଚାଳିତ, ସମାବେଶୀ ଓ ସମୁଦାୟ ନେତୃତ୍ୱାଧୀନ ପର୍ଯ୍ୟଟନ ବିକାଶ ପାଇଁ ଆହ୍ୱାନ

September 27, 2026

ଏସ୍‌ଆଇଆର୍‌ ଅଭିଯୋଗକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

September 27, 2026

୯ କୋଟି ସରକାରୀ ଅର୍ଥ ଆତ୍ମସାତ: ବନ୍ଧା ହେଲେ ଆଉ ୪

September 27, 2026

ସ୍ୱଚ୍ଛତା ନିୟମ ପାଳନକୁ ଅଧିକ ସୁଦୃଢ଼ କଲା ପୂର୍ବତଟ ରେଳପଥ

September 27, 2026
Latest News

ବିଶ୍ୱ ପର୍ଯ୍ୟଟନ ଦିବସ: ପ୍ରଯୁକ୍ତିବିଦ୍ୟା ଚାଳିତ, ସମାବେଶୀ ଓ ସମୁଦାୟ ନେତୃତ୍ୱାଧୀନ ପର୍ଯ୍ୟଟନ ବିକାଶ ପାଇଁ ଆହ୍ୱାନ

September 27, 2026

ଏସ୍‌ଆଇଆର୍‌ ଅଭିଯୋଗକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

September 27, 2026

୯ କୋଟି ସରକାରୀ ଅର୍ଥ ଆତ୍ମସାତ: ବନ୍ଧା ହେଲେ ଆଉ ୪

September 27, 2026

ସ୍ୱଚ୍ଛତା ନିୟମ ପାଳନକୁ ଅଧିକ ସୁଦୃଢ଼ କଲା ପୂର୍ବତଟ ରେଳପଥ

September 27, 2026

ମହାନଦୀରେ ପୁଣି ବନ୍ୟା: ମୁଣ୍ଡଳୀରେ ପ୍ରବାହିତ ହେବ ୮ ଲକ୍ଷ କ୍ୟୁସେକ ଜଳ, ୫ ଜିଲ୍ଲାକୁ ସତର୍କତା ଜାରି

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.