Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଥାନାରେ ଥାର୍ଡ ଡିଗ୍ରୀ : ଆଇଆଇସି ନିଲମ୍ବିତ
ଆଜିର ଖବର

ଥାନାରେ ଥାର୍ଡ ଡିଗ୍ରୀ : ଆଇଆଇସି ନିଲମ୍ବିତ

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
two polling officer suspended in jajpur
two polling officer suspended in jajpur

କେନ୍ଦୁଝର ପାଟଣା : ଥାନା ଭିତରେ ଯୁବକଙ୍କୁ ନିସ୍ତୁକ ମାଡ଼ ଓ ଗୋଇଠା ମାରିବା ଘଟଣାରେ କେନ୍ଦୁଝର ପାଟଣା ଥାନା ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ସସ୍‌ପେଣ୍ଡ୍‌ କରାଯାଇଛି। ପୁଲିସ୍‌ ଡିଜି ଅଭୟ ଆଇଆଇସିଙ୍କୁ ନିଲମ୍ବିତ କରିଛନ୍ତି। ଆଇଆଇସିଙ୍କର ବେଆଇନ୍‌ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବିତ କରାଗଲା ବୋଲି ଡିଜିପିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କିଛିଦିନ ତଳେ ଆଇଆଇସି ସନ୍ଧ୍ୟାରାଣୀ ଯୁବକଙ୍କୁ ବାଡ଼ିରେ ପିଟିବା ସହ ଗୋଇଠା ପରେ ଗୋଇଠା ମାରିଥିଲେ। ଯାହାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଥିଲା। ଏହାପରେ ଏସ୍‌ଡିପିଓଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଥିଲା। ଏହାକୁ ନେଇ ରାଜ୍ୟ ମାନବାଧିକାର କମିଶନ ବି ଜବାବ ମାଗିଥିଲେ । ଏସ୍‌ପିଙ୍କଠାରୁ ଏହାର ଜବାବ ମାଗିବା ସହ କ୍ଷତିପୂରଣ ଦେବାକୁ କହିଥିଲେ । କ୍ଷତିପୂରଣ ବାବଦକୁ 10 ହଜାର ଟଙ୍କା ଆଇଆଇସିଙ୍କ ଦରମାରୁ କାଟିବାକୁ କହିଥିଲେ ।

ଆଇଆଇସି ସସ୍‌ପେଣ୍ଡ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବିଦେଶୀ ଡ୍ରୋନ୍‌ ଉପରେ ୧୦୦% ଯାଏଁ ଆମଦାନି ଶୁଳ୍କ ଲଗାଇଲା ଆମେରିକା

September 3, 2026

ତିବ୍ବତରେ ୫.୦ ତୀବ୍ରତାର ଭୂକମ୍ପ, ବଢ଼ିଲା ବନ୍ୟା ଆଶଙ୍କା

September 3, 2026

ଜନ୍ମାଷ୍ଟମୀ ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗର୍ଭଉଦକ ବନ୍ଦାପନା ଓ ଜେଉଟ ଭୋଗ ନୀତି

September 3, 2026

କ୍ରେଡିଟ୍ କାର୍ଡ ମାମଲା: ପ୍ରକ୍ରିୟାକରଣରେ ବିଳମ୍ବ ହେଲେ ବ୍ୟାଙ୍କ ଦେବ ୩ ଲକ୍ଷ ଜରିମାନା

September 3, 2026
Latest News

ବିଦେଶୀ ଡ୍ରୋନ୍‌ ଉପରେ ୧୦୦% ଯାଏଁ ଆମଦାନି ଶୁଳ୍କ ଲଗାଇଲା ଆମେରିକା

September 3, 2026

ତିବ୍ବତରେ ୫.୦ ତୀବ୍ରତାର ଭୂକମ୍ପ, ବଢ଼ିଲା ବନ୍ୟା ଆଶଙ୍କା

September 3, 2026

ଜନ୍ମାଷ୍ଟମୀ ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗର୍ଭଉଦକ ବନ୍ଦାପନା ଓ ଜେଉଟ ଭୋଗ ନୀତି

September 3, 2026

କ୍ରେଡିଟ୍ କାର୍ଡ ମାମଲା: ପ୍ରକ୍ରିୟାକରଣରେ ବିଳମ୍ବ ହେଲେ ବ୍ୟାଙ୍କ ଦେବ ୩ ଲକ୍ଷ ଜରିମାନା

September 3, 2026

ଚନ୍ଦ୍ରିକା ମୃତ୍ୟୁ ମାମଲା: ପୁରୁଷ ବନ୍ଧୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.