Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ଜଟିଳ ହେଉଛି କରୋନା ସ୍ଥିତି : 24 ଘଣ୍‌ଟାରେ 147 ମୃତ
ଆଜିର ଖବର

ଭାରତରେ ଜଟିଳ ହେଉଛି କରୋନା ସ୍ଥିତି : 24 ଘଣ୍‌ଟାରେ 147 ମୃତ

May 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :  ମହାମାରୀ କରୋନାକୁ ନେଇ ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି ।  ଲକ୍ ଡାଉନ୍ ସତ୍ତ୍ଵେ ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 1 ଲକ୍ଷ 31 ହଜାର ପାର ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା 3 ହଜାର 8ଶହ ଟପିଲାଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।  ଗତ 24 ଘଣ୍ଟାରେ ଦେଶରେ ସର୍ବାଧିକ 6767ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଥିବାବେଳେ 147 ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି । ଏପର୍ଯ୍ୟନ୍ତ ଭାରତରେ 3 ହଜାର 868 ଜଣଙ୍କ ମୃତ୍ୟୁ ଘଟିଛି ।  ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ 54,441 ଜଣ ସୁସ୍ଥ

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଯୋଗୁଁ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ 47 ହଜାର 190 ଜଣ ଆକ୍ରାନ୍ତ ହୋଇଥିବା ବେଳେ  1577 ଜଣ ଜୀବନ ହରାଇଛନ୍ତି । ସେହିପରି ଗୁଜୁରାଟରେ 829, ତାମିଲନାଡୁରେ 104, ଦିଲ୍ଲୀରେ 231, ରାଜସ୍ଥାନରେ 160, ମଧ୍ୟପ୍ରଦେଶରେ 281, ଉତ୍ତରପ୍ରଦେଶରେ 155, ପଶ୍ଚିମବଙ୍ଗରେ 269, ଆନ୍ଧ୍ରପ୍ରଦେଶରେ 56, ବିହାରରେ 11, ପଞ୍ଜାବରେ 39, କର୍ଣ୍ଣାଟକରେ 42, ତେଲେଙ୍ଗାନାରେ 49, ଜମ୍ମୁ ଓ କାଶ୍ମୀରରେ 21, ଓଡ଼ିଶାରେ 7, ହରିୟାଣାରେ 16, କେରଳରେ 5, ଝାରଖଣ୍ଡରେ 3, ଆସାମରେ 4, ଉତ୍ତରାଖଣ୍ଡରେ 1, ଚଣ୍ଡୀଗଡରେ 3, ହିମାଚଳ ପ୍ରଦେଶରେ 4 ଓ ମେଘାଳୟରେ ଜଣକର ମୃତ୍ୟୁ ଘଟିଛି । (ଏଜେନ୍ସି)

କରୋନା ସ୍ଥିତି ଗୁଜୁରାଟ ତାମିଲନାଡୁ ଦିଲ୍ଲୀ ମହାରାଷ୍ଟ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026
Latest News

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.