Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଗାଇଡ୍‌ଲାଇନ୍‌ : ଅଣ୍ଡରଟେକିଂ ଓ ଆରୋଗ୍ୟ ସେତୁ ବାଧ୍ୟତାମୂଳକ
ଆଜିର ଖବର

ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଗାଇଡ୍‌ଲାଇନ୍‌ : ଅଣ୍ଡରଟେକିଂ ଓ ଆରୋଗ୍ୟ ସେତୁ ବାଧ୍ୟତାମୂଳକ

May 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି । ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ନୂତନ ଗାଇଡ୍‌ଲାଇନ୍‌ ଅନୁଯାୟୀ ବିଦେଶ ଫେରନ୍ତାଙ୍କୁ ଏକ ଅଣ୍ଡରଟେକିଂ ପ୍ରଦାନ କରିବାକୁ ପଡିବ । ଏହା ସହିତ ସମସ୍ତ ବିଦେଶ ଫେରନ୍ତାଙ୍କ ପାଇଁ ଆମରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ ବାଧ୍ୟତାମୂଳକ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ଆଜି ସକାଳୁ କ୍ବାରେଣ୍ଟିନ୍‌ ନିୟମରେ ପରିବର୍ତ୍ତନ କରିଥିଲେ । (ଏଜେନ୍ସି)

corona covid19 traveller
Share. Facebook Twitter LinkedIn Email WhatsApp Copy Link

Related Posts

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.