Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତତଲା କଡେଇରେ ରାଜ୍ୟ : 5ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଆଜିର ଖବର

ତତଲା କଡେଇରେ ରାଜ୍ୟ : 5ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

May 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆମ୍ପାନର ପ୍ରକୋପ ଶେଷ ହେବା ପରେ ରାଜ୍ୟ ବର୍ତ୍ତମାନ ତତଲା କଡେଇରେ ରହିଛି । ଉପରକୁ ଉଠିଛି ପାରଦ । ଏ ନେଇ 5 ଟି ସହରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ବଲାଙ୍ଗିର ଜିଲ୍ଲାରେ ସୂର‌୍ୟ୍ୟଙ୍କ ପ୍ରକୋପ ଅଧିକ ରହିଛି । ଆଜି ଟିଟିଲାଗଡ଼ ପାଲଟିଛି ରାଜ୍ୟର ସବୁଠୁ ଉତ୍ତପ୍ତ ସହର । କଳାହାଣ୍ଡି, ଅନୁଗୁଳ, ବୌଦ୍ଧ, ସୋନପୁର, ନୂଆପଡ଼ା ସହର ପାଇଁ ଏହି ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ବିଗତ କିଛି ଦିନ ଧରି ଟିଟିଲାଗଡ ରାଜ୍ୟର ଉତ୍ତପ୍ତ ସହର ରହିଛି । ଗତକାଲି ଟିଟିଲାଗଡର ତାପମାତ୍ରା 45.5 ଡିଗ୍ରୀ ରହିଥିଲା । ଆସନ୍ତା 10 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

heat yellowwarning
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026
Latest News

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.