Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଥରେ ଚେନ୍‌ ପୁଲିଂ : ଟ୍ରେନ୍‌ରୁ ଡିଆଁ ମାରିଲେ ପ୍ରବାସୀ
ଆଜିର ଖବର

ପୁଣି ଥରେ ଚେନ୍‌ ପୁଲିଂ : ଟ୍ରେନ୍‌ରୁ ଡିଆଁ ମାରିଲେ ପ୍ରବାସୀ

May 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ପୁଣି ଥରେ ପ୍ରବାସୀଙ୍କ ପକ୍ଷରୁ ଚେନ୍‌ ପୁଲିଂ କରାଯାଇଛି । ଗତକାଲି ଚିଲିକାରେ ଚେନ୍‌ ପୁଲିଂ କରାଯାଇଥିବା ବେଳେ ଆଜି ଛତ୍ରପୁରରେ ଚେନ୍‌ ପୁଲିଂ କରି ଟ୍ରେନ୍‌ରୁ ଡିଆଁ ମାରିଛନ୍ତି ପ୍ରବାସୀ । ଏହି ଘଟଣା ପରେ ଆରପିଏଫ୍‌ ପକ୍ଷରୁ 60 ଜଣ ପ୍ରବାସୀଙ୍କୁ ଅଟକ ରଖି କ୍ବାରେଣ୍ଟିନ୍‌ ସେଣ୍ଟର ନିଆଯାଇଛି । ଟ୍ରେନ୍‌ଟି ଜଗନ୍ନାଥପୁର ଏବଂ ବ୍ରହ୍ମପୁରରେ ନ ରହିବାରୁ ଛତ୍ରପୁର ପୂର୍ବରୁ ଚେନ୍‌ ପୁଲିଂ କରିଥିଲେ ପ୍ରବାସୀ । ପାଖାପାଖି 100 ଜଣ ପ୍ରବାସୀ ଓହ୍ଲାଇଥିବା ନେଇ ସ୍ଥାନୀୟ ବାସିନ୍ଦା ମତ ଦେଇଥିବା ବେଳେ ପ୍ରାୟ 60 ଜଣଙ୍କୁ ଆରପିଏଫ୍‌ ପକ୍ଷରୁ ଅଟକ ରଖାଯାଇଛି । ଅନ୍ୟମାନଙ୍କ ସନ୍ଧାନ ଜାରି ରହିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି ।

chhatrapur migrants
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Latest News

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.