Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗିରଫ ଧମକ ଶୁଣି ହୃଦଘାତରେ ପ୍ରାଣ ହରାଇଲେ ବ୍ୟକ୍ତି
ଆଜିର ଖବର

ଗିରଫ ଧମକ ଶୁଣି ହୃଦଘାତରେ ପ୍ରାଣ ହରାଇଲେ ବ୍ୟକ୍ତି

May 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଗିରଫ ଧମକ ଶୁଣି ପ୍ରାଣ ହରାଇଛନ୍ତି ଉତ୍ତରପ୍ରଦେଶର ଜଣେ ବ୍ୟକ୍ତି । ଉତ୍ତରପ୍ରଦେଶର ଆଲିଗଡରେ ଏହିପରି ଏକ ଅଭାବନୀୟ ଘଟଣା ଘଟିଛି । ଏହି ବ୍ୟକ୍ତି ଜଣକ ହୃଦରୋଗୀ ରହିଥିବା ବେଳେ ପୋଲିସ୍‌ ପକ୍ଷରୁ ଗିରଫ ଧମକ ଶୁଣି ବ୍ୟକ୍ତି ଜଣକ ପ୍ରାଣ ହରାଇଥିଲେ । ରବିବାର ଦିନ 12.30 ମିନିଟ୍‌ ସମୟରେ ଏହି ଘଟଣା ଘଟିଥିଲା । ନାରାୟଣ ବର୍ଷଣେ ନାମକ ଏହି ବ୍ୟକ୍ତି ଜଣକ ଘର ବାହାରେ ସାଙ୍ଗ ମାନଙ୍କ ସହିତ ଲୁଡୋ ଖେଳୁଥିବା ବେଳେ ଏହି ଘଟଣା ଘଟିଥିଲା । ପ୍ୟାଟ୍ରୋଲିଂରେ ରହିଥିବା ପୋଲିସ୍‌ ତାଙ୍କୁ ଲୁଡୋ ଖେଳିବାକୁ ବାରଣ କରିବା ସହିତ ଭବିଷ୍ୟତରେ ଏଭଳି କଲେ ଗିରଫ କରିବା ପାଇଁ ଧମକ ଦେଇଥିଲେ । ଏହାପରେ ଭୟରେ ଉକ୍ତ ସ୍ଥାନରୁ ଉଠିବା ସହିତ ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ବର୍ଷଣେ ।

ଏହି ଘଟଣା ପରେ ମୃତକଙ୍କ ସ୍ତ୍ରୀ ଆଶା ପୋଲିସ୍‌କୁ ଦୋଷ ଦେଇଛନ୍ତି । ପୋଲିସ୍‌ ବାଲା ଲୁଡୋ ଖେଳୁଥିବା ସମୟର ଫଟୋ ଉଠାଇନେଇଥିବାରୁ କାର୍ଯ୍ୟାନୁଷ୍ଠାନ ଭୟରେ ପତିଙ୍କର ଏଭଳି ଅବସ୍ଥ ହୋଇଥିବା ଆଶା କହିଛନ୍ତି । ତେବେ ଏହାକୁ ଖଣ୍ଡନ କରିଛନ୍ତି ସିଆଇ ବିଶାଲ ପାଣ୍ଡେ । ପୋଲିସ୍‌ କେବଳ ନିଜ କର୍ତ୍ତବ୍ୟ କରୁଥିଲା ଏବଂ ମୃତକଙ୍କ ପରିବାର ପକ୍ଷରୁ କୌଣସି ଅଭିଯୋଗ ଦାଖଲ କରାଯାଇନାହିଁ । (ଏଜେନ୍ସି)

death heartattack
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.