Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ 6535 ନୂତନ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା 4167କୁ ବୃଦ୍ଧି
ଆଜିର ଖବର

ଗତ 24 ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ 6535 ନୂତନ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା 4167କୁ ବୃଦ୍ଧି

May 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ କାୟା ବିସ୍ତାର କରିଛି । ଚୀନର ଉହାନ ସହରରୁ ଉତ୍ପତ୍ତି ହୋଇଥିବା ଏହି ମାରାତ୍ମକ ଭାଇରସ ଯୋଗୁଁ ଦେଶରେ ମୃତକଙ୍କ ସଂଖ୍ୟା 4 ହଜାର 167କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଭାରତରେ କରୋନା ଭାଇରସରେ 1 ଲକ୍ଷ 45 ହଜାର 380 ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି । ସେଥିରୁ 80 ହଜାର 722 ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ସୁସ୍ଥ ହୋଇଛନ୍ତି 60 ହଜାର 490 ଜଣ ।

ବିଗତ 24 ଘଣ୍ଟା ମଧ୍ୟରେ କେବଳ 6 ହଜାର 535 ଜଣ ଜଣ ଆକ୍ରାନ୍ତ ହୋଇଥିବା ବେଳେ 146 ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି। ମହାରାଷ୍ଟ୍ରରେ 52 ହଜାର 667 ଜଣ ଆକ୍ରାନ୍ତ ହୋଇଥିବାବେଳେ 1695ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଗୁଜୁରାଟରେ 888, ମଧ୍ୟପ୍ରଦେଶରେ 300, ଓ ପଶ୍ଚିମବଙ୍ଗରେ 278  ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି। ସେହିପରି ରାଜସ୍ଥାନରେ 167, ଦିଲ୍ଲୀରେ 276 ଓ ତାମିଲନାଡୁରେ 118୮, ଉତ୍ତରପ୍ରଦେଶରେ 169, ଆନ୍ଧ୍ରପ୍ରଦେଶରେ 56, ବିହାରରେ 13, କର୍ଣ୍ଣାଟକରେ 44, ପଞ୍ଜାବରେ 40, ତେଲେଙ୍ଗାନାରେ 56, ଜମ୍ମୁ ଓ କାଶ୍ମୀରରେ 23, ହରିୟାଣାରେ 16, କେରଳରେ 6, ଆସାମରେ 4, ଓଡ଼ିଶାରେ 7, ଝାଡଖଣ୍ଡରେ 4, ଉତ୍ତରାଖଣ୍ଡରେ 4,ଚଣ୍ଡୀଗଡରେ 4, ହିମାଚଳ ପ୍ରଦେଶରେ 4 ଓ ମେଘାଳୟରେ ଜଣଙ୍କର ମୃତ୍ୟୁ ଘଟିଛି ।

କରୋନା ଗୁଜୁରାଟ ମହାରାଷ୍ଟ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.