Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାକୁ ନେଇ ମୋଦି ସରକାରଙ୍କୁ ଘେରିଲେ ରାହୁଲ୍‌ : ଲକ୍‌ ଡାଉନ୍‌ ଫେଲ୍‌ ହୋଇଛି
ଆଜିର ଖବର

କରୋନାକୁ ନେଇ ମୋଦି ସରକାରଙ୍କୁ ଘେରିଲେ ରାହୁଲ୍‌ : ଲକ୍‌ ଡାଉନ୍‌ ଫେଲ୍‌ ହୋଇଛି

May 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଆଜି ଦେଶରେ ବଢୁଥିବା କରୋନା ମାମଲାକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଦେଶରେ କରୋନା ସ୍ଥିତି ଉଦବେଗଜନକ ଥିବା ବେଳେ ଏହାକୁ ନିୟନ୍ତ୍ରଣ କରିବାରେ ସରକାର ବିଫଳ ହୋଇଥିବା କହିଛନ୍ତି ରାହୁଲ। ରାହୁଲ୍‌ କହିଛନ୍ତି ଯେ, ଲକ୍‌ଡାଉନ୍‌ର ଚତୁର୍ଥ ପର୍ଯ୍ୟାୟ ଫେଲ୍‌ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ 21 ଦିନ ପାଇଁ ଲକ୍‌ ଡାଉନ୍‌ ଜାରି କରିଥିଲେ। ଏହାର କିଛି ଫାଇଦା ମିଳିଲା ନାହିଁ । ଲକ୍ ଡାଉନ୍‌ ହେବା  ପ୍ରାୟ 60 ଦିନ ପୂରଣ ହୋଇସାରିଛି । କିନ୍ତୁ ଦିନକୁ ଦିନ ଏହି ମହାମାରୀ କମିବା ପରିବର୍ତ୍ତେ ବଢି ଚାଲିଛି । କରୋନାକୁ ନେଇ ସରକାରଙ୍କ ଆଗାମୀ ରଣନୀତି କ’ଣ ରହିଛି ସେ ସମ୍ପର୍କରେ ଦେଶବାସୀଙ୍କୁ ଜଣାଇବା ଉଚିତ୍‌ ବୋଲି କହିଛନ୍ତି ରାହୁଲ୍‌ । ଅପରପକ୍ଷରେ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ତାଙ୍କ ଅସୁବିଧା କିପରି ଦୂର ହେବ ସେ ସମ୍ପର୍କରେ ସରକାର ଚିନ୍ତା କରିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ରାହୁଲ୍‌।  ମୋଦି ସରକାର ବିରୋଧୀଙ୍କୁ ଗମ୍ଭୀର ଭାବେ ନେଉନାହାନ୍ତି । ଦେଶରେ ସ୍ଥିତି ବିପଦଜ୍ଜନକ ରହିବ ବୋଲି ଫେବୃଆରୀରରୁ କହିଥିଲୁ । ସେହିପରି ରୋଜଗାରକୁ ନେଇ ସରକାରଙ୍କୁ ମଧ୍ୟ ଘେରିଛନ୍ତି ରାହୁଲ୍‌ । (ଏଜେନ୍ସି)

corona Lockdown rahul
Share. Facebook Twitter LinkedIn Email WhatsApp Copy Link

Related Posts

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ସଦସ୍ୟତା ରଦ୍ଦ ମାମଲା: ଅକ୍ଟୋବର ୮ ସୁଦ୍ଧା ଉତ୍ତର ରଖିବେ ସାୟୋନୀ ଘୋଷଙ୍କ ସମେତ ୨୦ ବିଦ୍ରୋହୀ ସାଂସଦ

September 26, 2026

ଜେନ୍-ଜି ଯୁବପିଢ଼ିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ଭଜନ କ୍ଲବିଂ’: ଖଞ୍ଜଣି ବଜାଇ ଗାଇଲେ ଭଜନ

September 26, 2026

ପ୍ରବଳ ବର୍ଷା ସତ୍ତ୍ୱେ ପୂର୍ବ ତଟ ରେଳପଥ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ

September 26, 2026
Latest News

ୟୁଏନ୍‌ଜିଏରେ ଅପଦସ୍ତ ପାକ୍ ପ୍ରଧାନମନ୍ତ୍ରୀ: ହାଫିଜ୍ ସୟିଦ୍ ଓ ଆତଙ୍କବାଦ ପ୍ରଶ୍ନରେ ମୁହଁ ବନ୍ଦ ରଖିଲେ ଶେହବାଜ

September 26, 2026

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ସଦସ୍ୟତା ରଦ୍ଦ ମାମଲା: ଅକ୍ଟୋବର ୮ ସୁଦ୍ଧା ଉତ୍ତର ରଖିବେ ସାୟୋନୀ ଘୋଷଙ୍କ ସମେତ ୨୦ ବିଦ୍ରୋହୀ ସାଂସଦ

September 26, 2026

ଜେନ୍-ଜି ଯୁବପିଢ଼ିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ଭଜନ କ୍ଲବିଂ’: ଖଞ୍ଜଣି ବଜାଇ ଗାଇଲେ ଭଜନ

September 26, 2026

ପ୍ରବଳ ବର୍ଷା ସତ୍ତ୍ୱେ ପୂର୍ବ ତଟ ରେଳପଥ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.