Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ନୂତନ 76 ଆକ୍ରାନ୍ତ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା 1593 ଛୁଇଁଲା
ଆଜିର ଖବର

ରାଜ୍ୟରେ ନୂତନ 76 ଆକ୍ରାନ୍ତ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା 1593 ଛୁଇଁଲା

May 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ନୂତନ 76 ଆକ୍ରାନ୍ତ । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 1593ରେ ପହଞ୍ଚିଛି । ଚିହ୍ନଟ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ 74 ଜଣ କ୍ବାରେଣ୍ଟିନ୍‌ରେ ରହିଥିବା ବେଳେ ଦୁଇ ଜଣ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ 16 ଜଣ ଆକ୍ରାନ୍ତ ରହିଥିବା ବେଳେ ଖୋର୍ଦ୍ଧା ଏବଂ ନୂଆପଡାରୁ 13 ଜଣ, କଟକରୁ 11 ଜଣ, ଗଞ୍ଜାମରୁ 10 ଜଣ, ଜଗତସିଂହପୁରରୁ 6 ଜଣ, ବାଲେଶ୍ବର, ସୁନ୍ଦରଗଡ ଏବଂ ନୟାଗଡରୁ 2 ଜଣ ଲେଖାଏଁ ଏବଂ ମୟୁରଭଞ୍ଜରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ 733 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ 853 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ଏବଂ 7 ଜଣଙ୍କର ପ୍ରାଣହାନି ଘଟିଛି ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.