Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ଯ୍ୟକ୍ଷମ ହେଲା ଫ୍ଲାଇଙ୍ଗ ବୁଲେଟ୍‌ : ସୁଖୋଇ ଉଡାଇଲେ ବାୟୁସେନା ମୁଖ୍ୟ
ଆଜିର ଖବର

କାର୍ଯ୍ୟକ୍ଷମ ହେଲା ଫ୍ଲାଇଙ୍ଗ ବୁଲେଟ୍‌ : ସୁଖୋଇ ଉଡାଇଲେ ବାୟୁସେନା ମୁଖ୍ୟ

May 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତ ଏବଂ ଚୀନ୍‌ ମଧ୍ୟରେ ଲାଗି ରହିଥିବା ସୀମା ବିବାଦକୁ ନେଇ ସୀମାରେ ଉତ୍ତେଜନା ଲାଗି ରହିଥିବା ବେଳେ ଭାରତୀୟ ବାୟୁସେନା ପକ୍ଷରୁ ଏହାର ନୂତନ ବାୟୁସେନା ୟୁନିଟ୍‌ କାର୍ଯ୍ୟକ୍ଷମ କରାଯାଇଛି । ସୁଲୁର ସ୍ଥିତ ଏୟାରବେସ୍‌ରେ ଭାରତୀୟ ବାୟୁସେନାର ନୂତନ ୟୁନିଟ୍‌ ଫ୍ଲାଇଙ୍ଗ ବୁଲେଟ୍‌କୁ କାର୍ଯ୍ୟକ୍ଷମ କରାଯାଇଛି । ଏହା ସହିତ ବୁଧବାର ଦିନ ଭାରତୀୟ ବାୟୁସେନା ମୁଖ୍ୟ ଆରକେଏସ୍‌ ଭଦୋରିଆ ଏକ ତେଜସ୍‌ ବିମାନ ଉଡାଇଛନ୍ତି । ସୁଲୁର ସ୍ଥିତ ଏୟାର ବେସ୍‌ରେ ବାୟୁସେନା ମୁଖ୍ୟ ଏହି ଲାଇଟ୍‌ଓ୍ବେଟ୍‌ ବିମାନଟିକୁ ଉଡାଇଥିଲେ । (ଏଜେନ୍ସି)

airforce TEJAS
Share. Facebook Twitter LinkedIn Email WhatsApp Copy Link

Related Posts

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026
Latest News

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.