Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ଜଟିଳ ହେଉଛି କରୋନା ସ୍ଥିତି : ଗତ 24 ଘଣ୍ଟାରେ 194 ମୃତ
ଆଜିର ଖବର

ଭାରତରେ ଜଟିଳ ହେଉଛି କରୋନା ସ୍ଥିତି : ଗତ 24 ଘଣ୍ଟାରେ 194 ମୃତ

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସମଗ୍ର ବିଶ୍ବରେ ବ୍ୟାପିଥିବା କରୋନା ଆମ ଦେଶରେ ମଧ୍ୟ ଏହା ଦିନକୁ ଦିନ କାୟା ବିସ୍ତାର କରିଛି । ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 4 ହଜାର 531କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭାରତରେ କରୋନା ଭାଇରସରେ 1 ଲକ୍ଷ 58 ହଜାର 333 ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ 86 ହଜାର 110 ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ସୁସ୍ଥ ହୋଇଛନ୍ତି 67 ହଜାର 691 ଜଣ । ବିଗତ 24 ଘଣ୍ଟା ମଧ୍ୟରେ କେବଳ 6 ହଜାର 566ଜଣ ଜଣ ଆକ୍ରାନ୍ତ ହୋଇଥିବା ବେଳେ 194 ଜଣଙ୍କର ମୃତ୍ୟୁ ଘଟିଛି।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଯୋଗଁ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ 56 ହଜାର 948 ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି 1897 ଜଣଙ୍କର ମୃତ୍ୟୁ ହୋଇଛି।  ସେହିପରି ଗୁଜୁରାଟରେ 938, ମଧ୍ୟପ୍ରଦେଶରେ 313, ପଶ୍ଚିମବଙ୍ଗରେ 289  ଜଣ, ରାଜସ୍ଥାନରେ 173, ଦିଲ୍ଲୀରେ 303 ଓ ତାମିଲନାଡୁରେ 133 ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026
Latest News

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.