Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ପାଇଁ ନରବଳି ଦେଲେ ପୂଜକ !
ଆଜିର ଖବର

କରୋନା ପାଇଁ ନରବଳି ଦେଲେ ପୂଜକ !

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Murder mystery revel of kalimegha murder case

ନରସିଂହପୁର : କରୋନା ପାଇଁ ନରବଳି ଦେଇଛନ୍ତି ଜଣେ ମନ୍ଦିରର ପୂଜକ । ମିଳିଥିବା ସୂଚନା ଅନୁସାରେ ବନ୍ଧହୁଡା ମାଆ ବ୍ରାହ୍ମଣୀ ଦେଈ ମନ୍ଦିରରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଗାଁର ଜଣେ ବ୍ୟକ୍ତିଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଲା ମନ୍ଦିର ପୂଜକ । ଥାନାରେ ଆତ୍ମସମର୍ପଣ କରିଛନ୍ତି ହତ୍ୟା ଅଭିଯୁକ୍ତ ମନ୍ଦିର ପୂଜକ । ନରସିଂହପୁର ପୋଲିସ୍‌ ଏହି ଘଟଣାର ତଦନ୍ତ କରିବା ସହ କଟୁରୀ ଜବତ କରିଛି । ହତ୍ୟା ନେଇ ଆଠଗଡ ଏସ୍‌ଡିପିଓ ଆଲୋକ ରଞ୍ଜନ ରାୟ ସୂଚନା ଦେଇଛନ୍ତି । ସ୍ବପ୍ନାଦେଶ ପରେ ପୂଜକ ଏଭଳି କରିଥିବା ସ୍ବୀକାର କରିଛନ୍ତି ବୋଲି ଜଣା ପଡିଛି । ନରବଳି ଦେଳେ ବୋଲି କରୋନା ହଟିବ ବୋଲି ପୂଜକ କହିଛନ୍ତି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026
Latest News

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.