Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଆକ୍ରାନ୍ତ ସରପଞ୍ଚ, ଅଙ୍ଗନୱାଡି ଓ ଆଶା କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

କରୋନା ଆକ୍ରାନ୍ତ ସରପଞ୍ଚ, ଅଙ୍ଗନୱାଡି ଓ ଆଶା କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କରୋନା ପଜିଟିଭ୍ ସରପଞ୍ଚ, ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି । କରୋନା ମୁକାବିଲା ଦିଗରେ ଉତ୍ସର୍ଗୀକୃତ କାର୍ଯ୍ୟ କରିଥିବା ଏହି ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ,  ଏହି ଯୋଦ୍ଧାମାନେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି କହିଛନ୍ତି ନବୀନ ।

ଅପରପକ୍ଷରେ ଆଜି ଅପରାହ୍ନ 2ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ବୋଲି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି ।

ଆଶା କର୍ମୀ ଓଡିଶା ମୁଖ୍ୟମନ୍ତ୍ରୀ ସରପଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Latest News

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.