Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରିପୋର୍ଟ ନ ଆସିବା ଯାଏଁ କ୍ବାରେଣ୍ଟିନ୍‌ରେ ରହିବେ ପ୍ରବାସୀ : ଜିଲ୍ଲାପାଳ
ଆଜିର ଖବର

ରିପୋର୍ଟ ନ ଆସିବା ଯାଏଁ କ୍ବାରେଣ୍ଟିନ୍‌ରେ ରହିବେ ପ୍ରବାସୀ : ଜିଲ୍ଲାପାଳ

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଗତସିଂହପୁର : ସ୍ବାବ୍‌ ରିପୋର୍ଟ ନ ଆସିବା ଯାଏଁ ଘରକୁ ଯିବା ମନା କରାଯାଇଛି। କ୍ବାରେଣ୍ଟିନ୍‌ରେ ରହୁଥିବା ପ୍ରବାସୀଙ୍କ ପ୍ରସଙ୍ଗରେ ଜଗତସିଂହପୁର ଜିଲ୍ଲା ପ୍ରତିକ୍ରିୟା ଦେଇଛନ୍ତି। ସ୍ବାବ୍‌ ରିପୋର୍ଟ ନ ଆସିବା ଯାଏଁ ପ୍ରବାସୀଙ୍କୁ ଘରକୁ ଛଡାଯିବନି ବୋଲି କହିଛନ୍ତି ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର। ସାତଦିନିଆ କ୍ବାରେଣ୍ଟିନ୍‌ ଅବଧି ଶେଷ ପରେ ପ୍ରବାସୀ ଘରକୁ ପଳାଉଥିଲେ । ମାତ୍ର ସ୍ବାବ୍‌ ରିପୋର୍ଟ ଆସିବା ପରେ ପଜିଟିଭ୍‌ ସ୍ପଷ୍ଟ ନେଇ ଚିନ୍ତା ବଢୁଥିଲା। ରିପୋର୍ଟ ଆସିବା ପରେ ପ୍ରବାସୀଙ୍କୁ ଘରୁ ଆଣିବାକୁ ପଡୁଥିଲା। ଏନେଇ ଜିଲ୍ଲାପାଳ କଡା ନିୟମ କରିଛନ୍ତି । କ୍ବାରେଣ୍ଟାଇନ୍‌ ଅବଧି ଶେଷ ହେବା ପରେ ବି ସେମାନଙ୍କ ସ୍ବାବ୍‌ ରିପୋର୍ଟ ଆସିବା ପରେ ସେମାନଙ୍କୁ ଘରକୁ ଛଡାଯିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ ।

କ୍ବାରେଣ୍ଟିନ୍‌ ଜଗତସିଂହପୁର ଜିଲ୍ଲାପାଳ ପ୍ରବାସୀ
Share. Facebook Twitter LinkedIn Email WhatsApp Copy Link

Related Posts

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026
Latest News

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.