Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଲକ୍ଷଣ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସମ୍ବିତ ପାତ୍ର
ଆଜିର ଖବର

କରୋନା ଲକ୍ଷଣ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସମ୍ବିତ ପାତ୍ର

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡ. ସମ୍ବିତ ପାତ୍ର
ଉପନିର୍ବାଚନରେ ବିଜେପିର ବିଜୟ ସୁନିଶ୍ଚିତ: ଡ. ସମ୍ବିତ ପାତ୍ର

ନୂଆଦିଲ୍ଲୀ : ବିଜେପି ମୁଖପାତ୍ର ସମ୍ବିତ୍‌ ପାତ୍ର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କରୋନା ଲକ୍ଷଣ ଦେଖାଦେବା ପରେ ପାତ୍ରଙ୍କୁ ଗୁରଗାଓଁ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରଗାଓଁ ସ୍ଥିତ ମେଦାନ୍ତା ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ବିଭିନ୍ନ ନ୍ୟୁଜ୍‌ ଚ୍ୟାନେଲରେ ନଜର ଆସୁଥିବା ଏବଂ ସୋସିଆଲ ମିଡିଆରେ ସକ୍ରିୟ ରହିଥିବା ପାତ୍ର ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଟ୍ବିଟ୍‌ କରି ସୂଚନା ଦେଇଥିଲେ । ନିକଟରେ କଂଗ୍ରେସ ମୁଖପାତ୍ର ସଞ୍ଜୟ ଝା ମଧ୍ୟ କରୋନା ଆକ୍ରାନ୍ତ ହୋଇଥିଲେ । (ଏଜେନ୍ସି)

BJP corona sambitpatra
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026
Latest News

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.