Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବୋଚ୍ଚ କୋର୍ଟଙ୍କ ବଡ ରାୟ : ପ୍ରବାସୀ ଶ୍ରମିକଙ୍କ ପାଇଁ ମାଗଣା ଖାଦ୍ୟପେୟ ବ୍ୟବସ୍ଥା କରିବାକୁ ରାଜ୍ୟଙ୍କୁ ନିର୍ଦ୍ଦେଶ
ଆଜିର ଖବର

ସର୍ବୋଚ୍ଚ କୋର୍ଟଙ୍କ ବଡ ରାୟ : ପ୍ରବାସୀ ଶ୍ରମିକଙ୍କ ପାଇଁ ମାଗଣା ଖାଦ୍ୟପେୟ ବ୍ୟବସ୍ଥା କରିବାକୁ ରାଜ୍ୟଙ୍କୁ ନିର୍ଦ୍ଦେଶ

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶବ୍ୟାପୀ ଲକ୍‌ଡାଉନ୍‌ କାରଣରୁ ପ୍ରବାସୀ ଶ୍ରମିକ ମାନେ ନାନାଦି ହଇରାଣ ହରକତ ହେଉଥିବାରୁ ଏକ ବଡ ରାୟ ପ୍ରଦାନ କରିଛନ୍ତି ସର୍ବୋଚ୍ଚ କୋର୍ଟ । ଶ୍ରମିକଙ୍କ ଠାରୁ ବସ୍ କି ରେଳଯାତ୍ରା ଖର୍ଚ୍ଚ ନିଆଯିବନାହିଁ । ନିଜ ରାଜ୍ୟର ପ୍ରବାସୀ ଶ୍ରମିଙ୍କ ଶ୍ରମିକଙ୍କ ଯାତ୍ରା ଖର୍ଚ୍ଚ ବହନ କରିବେ ସମ୍ପୃକ୍ତ ରାଜ୍ୟ ସରକାର । ଖାଦ୍ୟ ବ୍ୟବସ୍ଥାରୁ ଆରମ୍ଭ କରି ଯେଉଁ ରାଜ୍ୟ ଦେଇ ଯିବେ ସେହି ରାଜ୍ୟର ସରକାର ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ସର୍ବୋଚ୍ଚ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ରେଳ ଓ ବସରେ ଫେରୁଥିବା ଶ୍ରମିକ ମାନଙ୍କ ଖାଦ୍ୟ ଏବଂ ପାନୀୟ ବ୍ୟବସ୍ଥା ଉପଯୁକ୍ତ ପରିମାଣରେ କରିବାକୁ କଡ଼ା ନିର୍ଦ୍ଦେଶ । ତୁରନ୍ତ ଆଶ୍ରୟ, ଖାଦ୍ୟ ଏବଂ ଅନ୍ୟାନ୍ୟ ବ୍ୟବସ୍ଥା କରିବାକୁ ମଧ୍ୟ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଫେରନ୍ତା ପ୍ରବାସୀ ଶ୍ରମିକଙ୍କ ପ୍ରତି ଠିକ୍ ବ୍ୟବସ୍ଥା ହେଉନଥିବା ନେଇ ଚିନ୍ତାବ୍ୟକ୍ତ କଲେ କୋର୍ଟ । ଆସନ୍ତା 5 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି । (ଏଜେନ୍ସି)

migrants supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.