Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଦୁଇ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜିଲ୍ଲା ପ୍ରଶାସନ
ଆଜିର ଖବର

ଜଗତସିଂହପୁର ଦୁଇ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜିଲ୍ଲା ପ୍ରଶାସନ

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଆଜି ସକାଳୁ ରାଜ୍ୟରୁ ୬୭ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ଜଗତସିଂହପୁର ଜିଲ୍ଲାରୁ ରହିଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଆକ୍ରାନ୍ତଙ୍କ ତଥ୍ୟ ଜାରି କରାଯାଇଛି। ଆଜିର ଦୁଇ ଆକ୍ରାନ୍ତ ଉଭୟ ପୁରୁଷ ଏବଂ ଉଭୟଙ୍କ ବୟସ ଯଥାକ୍ରମେ ୫୯ ଏବଂ ୬୦। ଦୁଇ ଜଣ ଆକ୍ରାନ୍ତ ନାଉଗାଁ ବ୍ଲକ୍‌ର ଏବଂ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏହା ସହିତ ଉଭୟ କ୍ବାରେଣ୍ଟିନ୍‌ ସେଣ୍ଟରରେ ରହିଥିବା ଜଣାପଡିଛି। ଉଭୟଙ୍କୁ କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ସ୍ବାବ ରିପୋର୍ଟ ନଆସିବା ପର୍ଯ୍ୟନ୍ତ କାହାରିକୁ ଘରକୁ ଛଡାଯିବ ନାହିଁ ବୋଲି ଜିଲ୍ଲାପାଳ କହିଛନ୍ତି।

covid19 jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.