Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ଅବକାରୀ ବିଭାଗକୁ ବଡ ସଫଳତା : 940 ଲିଟର ଦେଶୀମଦ ସହିତ 14 ଗିରଫ
ଆଜିର ଖବର

ଗଞ୍ଜାମ ଅବକାରୀ ବିଭାଗକୁ ବଡ ସଫଳତା : 940 ଲିଟର ଦେଶୀମଦ ସହିତ 14 ଗିରଫ

May 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ଗଞ୍ଜାମ : ଗଞ୍ଜାମ ଜିଲ୍ଲାପାଳ ଏବଂ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବରେ ଚଢାଉ କରାଯାଇ 940 ଲିଟର ଦେଶୀମଦ ଜବତ କରାଯିବା ସହିତ 14 ଜଣଙ୍କୁ ଗିରଫ କରାଯାଇଛି । 27 ଏବଂ 28 ତାରିଖ ଦୁଇଦିନ ଧରି ଏକାଧିକ ସ୍ଥାନରେ ଚଢାଉ କରି ଅବକାରୀ ବିଭାଗ ଏହି ଅଭିଯୁକ୍ତଙ୍କୁ ଗିରଫ କରିଛି ।

ଆସ୍କା ଥାନା ଅନ୍ତର୍ଗତ କେନ୍ଦୁପଦର, ବାଲିସିରିଆ ଏବଂ ପାକଳପଲୀ ସହିତ ସୋରଡା ଏବଂ ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଳରାମପୁର, ଭାଳିଆପଲ୍ଲୀ ଏବଂ ମାଟିଖାଲରେ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା । ଏହି ଚଢାଉରେ 940 ଲିଟର ଦେଶୀ ମଦ, 3700 କିଗ୍ରାର ଫର୍ମେଣ୍ଟେଡ୍‌ ଓ୍ବାଶ୍‌ ଏବଂ ଗୋଟିଏ ମୋଟର ସାଇକେଲ ଜବତ କରାଯାଇଛି । ଗିରଫ 14 ଜଣଙ୍କୁ କୋର୍ଟ ଚାଲାଣ ପ୍ରକ୍ରିୟା ଆରମ୍ଭ କରାଯାଇଥିବା ଜଣାପଡିଛି ।

excise Ganjam
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.