Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ପୁଣି ଥରେ ଆରମ୍ଭ ହେଲା ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ : ଉତ୍ତର ପାଖରୁ ଚାଲିଛି ଉଚ୍ଛେଦ କାର୍ଯ୍ୟ
ଆଜିର ଖବର

ଆଜିଠାରୁ ପୁଣି ଥରେ ଆରମ୍ଭ ହେଲା ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ : ଉତ୍ତର ପାଖରୁ ଚାଲିଛି ଉଚ୍ଛେଦ କାର୍ଯ୍ୟ

May 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ଆଜିଠାରୁ ପୁଣି ଥରେ ଆରମ୍ଭ ହୋଇଛି ପୁରୀ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ କାମ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଆଜି ଠାରୁ ଏହି କାମ ପୁଣି ଥରେ ଆରମ୍ଭ ହୋଇଥିବା ନେଇ ସୂଚନା ମିଳିଛି । ପ୍ରଥମେ ଶ୍ରୀମନ୍ଦିରର ଉତ୍ତରଦ୍ୱାର ଓ ପଶ୍ଚିମଦ୍ୱାର ପଟୁ କାମ ଆରମ୍ଭ ହେଉଛି। ମନ୍ଦିର ଚତୁଃପାର୍ଶ୍ୱରେ ରହିଥିବା ଭଗ୍ନାବଶେଷକୁ ତୁରନ୍ତ ସ୍ଥାନାନ୍ତର କରାଯିବା ନେଇ କାର୍ଯ୍ୟ ଆରମ୍ଭ କରାଯାଇଛି । ପୁରୀ ଉପଜିଲ୍ଲାପାଳଙ୍କ ନେତୃତ୍ବରେ ଉତ୍ତର ପାଖରୁ ଉଚ୍ଛେଦ କାର୍ଯ୍ୟ ଚାଲିଛି । ଶ୍ରୀମନ୍ଦିର ଉତ୍ତରପାର୍ଶ୍ବରେ ସତ୍ୟନାରାୟଣ ମନ୍ଦିର ପର୍ଯ୍ୟନ୍ତ ଉଚ୍ଛେଦ ହେବ ବୋଲି ଜଣାପଡିଛି । ପୂର୍ବରୁ ଉତ୍ତରପାର୍ଶ୍ବ ମଠର କିଛି ଅଂଶ ଉଚ୍ଛେଦ କରାଯାଇଥିଲା । ଏବେ ସତ୍ୟନାରାୟଣ ମନ୍ଦିର ମଧ୍ୟରେ ଥିବା ମଠ ଓ ଦୋକାନଗୁଡିକ ଉଚ୍ଛେଦ କରାଯିବ ବୋଲି ସୂଚନା ରହିଛି ।

କରୋନା ନେଇ ଜାରି ହୋଇଥିବା ଲକ୍‌ଡାଉନ୍‌ କାରଣରୁ ଦୁଇ ମାସ ହେବ ଉନ୍ନୟନ କାମ ସମ୍ପୂର୍ଣ୍ଣ ଭାବେ ଅଟକି ରହିଥିଲା । ଏହା ପୂର୍ବରୁ ଶ୍ରୀମନ୍ଦିରର 75 ମିଟର ଅଂଚଳ ମଧ୍ୟରେ ମଧ୍ୟରେ ଜମି ଅଧିଗ୍ରହଣ ପ୍ରକ୍ରିୟା ତ୍ୱରାନ୍ଵିତ ହୋଇଥିବା ବେଳେ ସିଂହଦ୍ୱାର ଅଞ୍ଚଳରେ ଉନ୍ନୟନ ଓ ସୌନ୍ଦର୍ଯ୍ୟକରଣ କାମ ମଧ୍ୟ ଅଗ୍ରଗତି ହୋଇଥିଲା  ।

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026

ଆଜି ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି

March 8, 2026
Latest News

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.