Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରଲୋକରେ ଅଜିତ୍‌ ଯୋଗୀ
ଆଜିର ଖବର

ପରଲୋକରେ ଅଜିତ୍‌ ଯୋଗୀ

May 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟପୁର : ଛତିଶଗଡର ପୂର୍ବତନ ତଥା ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀଙ୍କ 74 ବର୍ଷ ବୟସରେ ପରଲୋକ ହୋଇଛି । ଶୁକ୍ରବାର ଦିନ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ତାଙ୍କ ପୁତ୍ର ଅମିତ୍‌ ଯୋଗୀ । 20 ଦିନ ଧରି ଅଜିତ୍‌ ଯୋଗୀ ରାୟପୁରର ନାରାୟଣା ହସ୍ପିଟାଲରେରେ ଚିକିତ୍ସାଧୀନ ରହିଥିଲେ । କିଛି ଦିନ ଧରି କୋମାରେ ରହିଥିଲେ ଅଜିତ୍‌ ଯୋଗୀ । ଆଜି ସକାଳୁ ତାଙ୍କୁ ଦୁଇ ଥର ହାର୍ଟ ଆଟାର୍କ ହୋଇଥିବାର ସୂଚନା ରହିଛି । ମେ 9ରେ ହୃଦଘାତ ଯୋଗୁଁ ସେ ଭେଣ୍ଟିଲେଟରରେ ଥିଲେ ।   ଆସନ୍ତାକାଲି ତାଙ୍କ ଜନ୍ମମାଟି ଗୌରେଲାରେ  ଅନ୍ତିମ ସଂସ୍କାର ହେବ ବୋଲି ସୂଚନା ରହିଛି।

ଛତିଶଗଡର ପ୍ରଥମ ମୁଖ୍ୟମନ୍ତୀ ଥିଲେ ଅଜିତ୍‌ ଯୋଗୀ । ମଧ୍ୟପ୍ରଦେଶରୁ ଛତିଶଗଡ ବିଭାଜନ ହେବା ପରେ ନଭେମ୍ବର 2000ରୁ 2003 ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳି ଥିଲେ ଅଜିତ୍‌ ଯୋଗୀ । ଯୋଗୀ 2016 ମସିହାରେ କଂଗ୍ରେସ ଛାଡି ନିଜର ଦଳ ଜନତା କଂଗ୍ରେସ ଛତିଶଗଡର ସ୍ଥାପନା କରିଥିଲେ ।

ଛତିଶଗଡ
Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.