Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲେଶ୍ବରରେ ଓଲଟିଲା ପ୍ରବାସୀ ବସ୍‌: ସାତ ଆହତ
ଆଜିର ଖବର

ବାଲେଶ୍ବରରେ ଓଲଟିଲା ପ୍ରବାସୀ ବସ୍‌: ସାତ ଆହତ

May 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ବର : ପୁଣି ପ୍ରବାସୀଙ୍କ ବସ୍‌ ଓଲଟିଛି। ପ୍ରବାସୀଙ୍କୁ ଧରି ଯାଉଥିବା ବସ୍‌ ରାସ୍ତାରେ ଓଲଟିଯିବା ଫଳରେ ସାତ ଜଣ ଆହତ ହୋଇଛନ୍ତି। ଏନ୍‌ଏଚ୍‌-16 ମଙ୍ଗଳପୁର ନିକଟରେ ପ୍ରବାସୀଙ୍କ ବସ୍‌ ଦୁର୍ଘଟଣା ହୋଇଛି। ବସ୍‌ଟି କେରଳରୁ ପ୍ରବାସୀଙ୍କୁ ଧରି ପଶ୍ଚିମବଙ୍ଗ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ବସ୍‌ରେ ପ୍ରାୟ 30ରୁ ଅଧିକ ରହିଥିବାର ସୂଚନା ରହିଛି। ଏହି ଯାତ୍ରୀମାନେ ଆଉ କିଛି ଘଣ୍ଟା ପରେ ପଶ୍ଚିମବଙ୍ଗରେ ପହଞ୍ଚି ଥାଆନ୍ତେ । କିନ୍ତୁ ନିଜ ଅଂଚଳରେ ପହଞ୍ଚିବା ପୂର୍ବରୁ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ପଠାଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ପ୍ରବାସୀମାନଙ୍କର ବସ ବାରମ୍ବାର ଦୁର୍ଘଟଣାଗ୍ରସ୍ତ ହେଉଛି। 16 ନମ୍ବର ଜାତୀୟ ରାଜପଥରେ ମଧ୍ୟ ପୂର୍ବରୁ ପ୍ରବାସୀମାନଙ୍କର ବସ ଦୁ୍‌ର୍ଘଟଣାଗ୍ରସ୍ତ ହୋଇଛି। ସେହିଭଳି କନ୍ଧମାଳ ଜିଲ୍ଲାର କଳିଙ୍ଗା ଘାଟିରେ ବସ ଦୁଇଥର ଦୁର୍ଘଟଣାଗ୍ରସ୍ତ ହୋଇଥିବାବେଳେ ଗଂଜାମ ଜିଲ୍ଲାର ସୋରଡ଼ାରେ ମଧ୍ୟ ପ୍ରବାସୀମାନଙ୍କର ବସ ଦୁର୍ଘଟଣାଗ୍ରସ୍ତ ହୋଇଛି।

ଦୁର୍ଘଟଣାଗ୍ରସ୍ତ ପ୍ରବାସୀ ବସ୍‌ ବାଲେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.