Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ କରୋନା ସ୍ଥିତି ଜଟିଳ : ଦିନକରେ 265 ମୃତ
ଆଜିର ଖବର

ଭାରତରେ କରୋନା ସ୍ଥିତି ଜଟିଳ : ଦିନକରେ 265 ମୃତ

May 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :   ଦିନକୁ ଦିନ କରୋନାକୁ ନେଇ ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ଜଟିଳ ହେବାରେ ଲାଗିଛି । ଲକ୍ ଡାଉନ୍ ସତ୍ତ୍ଵେ ଦେଶରେ  ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ  ଭାଙ୍ଗୁଛି । ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 1 ଲକ୍ଷ 73 ହଜାର ପାର ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା4 ହଜାର 9 ଶହ ଟପିଲାଣି ।

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ 7964ଟି ନୂଆ କରୋନା ମାମଲା ସାମନାକୁ ଆସିଛି।  ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 1 ଲକ୍ଷ 73  ହଜାର 763 ରେ ପହଂଚିଛି।  ଏପର୍ଯ୍ୟନ୍ତ ଭାରତରେ 4 ହଜାର 971 ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ 82,370 ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 86,422 ସକ୍ରିୟ ଅଛନ୍ତି। ଏବେ 86 ହଜାର 422 ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ 62 ହଜାର 228 ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି 2098 ଜଣ ଜୀବନ ହରାଇଛନ୍ତି । ଗୁଜୁରାଟରେ 980, ମଧ୍ୟପ୍ରଦେଶରେ 334  ଓ ପଶ୍ଚିମବଙ୍ଗରେ 302 ଜଣ ଲୋକ ଜୀବନ ହରାଇଛନ୍ତି । ସେହିପରି ରାଜସ୍ଥାନରେ 184, ଦିଲ୍ଲୀରେ 398 ଓ ତାମିଲନାଡୁରେ 154 ଜଣଙ୍କ ମୃତ୍ୟୁ ହୋଇଛି । (ଏଜେନ୍ସି)

କରାେନା ନୂଆଦିଲ୍ଲୀ ଭାରତ ମହାରାଷ୍ଟ୍ର
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.