Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ୬ଜଣ କରୋନା ପଜିଟିଭ୍ ଚିହ୍ନଟ
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ୬ଜଣ କରୋନା ପଜିଟିଭ୍ ଚିହ୍ନଟ

May 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ ୬ଜଣ ପଜିଟିଭ୍ ବାହାରିଛନ୍ତି । ସମସ୍ତ ୬ଜଣ ଆକ୍ରାନ୍ତ ଟି.ଏମ୍.ସି କ୍ୱାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେମାନେ ପଶ୍ଚିମବଙ୍ଗ, ମହାରାଷ୍ଟ୍ର, କର୍ଣ୍ଣାଟକ ଓ ତାମିଲନାଡୁ ଫେରନ୍ତା ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଉକ୍ତ ୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ ବାଲିକୁଦା ଅଂଚଳର ହୋଇଥିବା ବେଳେ ଜଣେ ତିର୍ତ୍ତୋଲ ଅଞ୍ଚଳର ବୋଲି ଜିଲ୍ଲାପାଳ ସୂଚନା ପ୍ରଦାନ କରିଛନ୍ତି । ତିର୍ତ୍ତୋଲ ବ୍ଲକରୁ ବାହାରିଥିବା ଆକ୍ରାନ୍ତ ଜଣକ ସାମନ୍ତରାପୁର ପଞ୍ଚାୟତ ଅଞ୍ଚଳର ବୋଲି ଜଣାପଡିଛି ।ସମସ୍ତ ୬ଜଣ ଆକ୍ରାନ୍ତଙ୍କୁ ତୁରନ୍ତ କିମ୍ସ୍ ହସପିଟାଲକୁ ପଠାଇବା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

corona covid19 jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.