Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିକ୍‌ଟକ୍‌ ନିଶା ପଡିଲା ମହଙ୍ଗା : ବାରଣାସୀରେ 5 ସାଙ୍ଗଙ୍କ ମୃତ୍ୟୁ
ଆଜିର ଖବର

ଟିକ୍‌ଟକ୍‌ ନିଶା ପଡିଲା ମହଙ୍ଗା : ବାରଣାସୀରେ 5 ସାଙ୍ଗଙ୍କ ମୃତ୍ୟୁ

May 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାରଣାସୀ : ଟିକ୍‌ଟକ୍‌ ନିଶା ପଡିଲା ମହଙ୍ଗା । ଉତ୍ତର ପ୍ରଦେଶର ବାରଣାସୀରେ ଟିକ୍‌ଟକ୍‌ କରୁଥିବା ସମୟରେ 5 ଜଣ ସାଙ୍ଗ ପ୍ରାଣ ହରାଇଛନ୍ତି । ବାରଣାସୀର ରାମନଗର ଥାନା ଅଞ୍ଚଳର ଗଙ୍ଗା ନଦୀ କୂଳରେ ଏହି ଛାତି ଥରାଇଦେବା ଭଳି ଘଟଣା ସାମ୍ନାକୁ ଆସିଛି । ଘଟଣାଟି ହେଉଛି ଗଙ୍ଗା କୂଳରେ 5ଜଣ ସାଙ୍ଗ ଗାଧୋଉଥିବା ସମୟରେ ପାଣିରେ ବୁଡିଯାଇ ପ୍ରାଣ ହରାଇଛନ୍ତି । ସୂଚନା ମୁତାବକ ମୃତ୍ୟୁ ହୋଇଥିବା ସମସ୍ତ ଝିଅ ରାମନଗରର ଗଡହୀ ଏବଂ ସିୱାନର ହୋଇଥିବା ବେଳେ ସମସ୍ତେ ସ୍କୁଲ ଛାତ୍ରୀ ।

ସମସ୍ତଙ୍କ ବୟସ 15 ରୁ 18 ବର୍ଷ ହୋଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ ସେମାନେ ଗାଧୋଇବା ସମୟରେ ଟିକଟକ୍ ଭିଡିଓ କରୁଥିବା ନେଇ ଏଭଳି ଦୁଘର୍ଟଣା ଘଟିଥିବା ସୂଚନା ମିଳିଛି । ପୋଲିସ 5ଟି ଯାକ ଶବକୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଥିବା ବେଳେ ତଦନ୍ତ ଜାରି ରହିଛି । (ଏଜେନ୍ସି)

tiktok varanasi
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜିଟାଲ୍ ପେମେଣ୍ଟ ବନାମ MDR: ବ୍ୟବସାୟୀଙ୍କ ଅସନ୍ତୋଷ, ରାଜନୀତି ସରଗରମ

September 20, 2026

ସୋଆ ଦନ୍ତ ଚିକିତ୍ସା ଛାତ୍ରୀଙ୍କୁ ସମ୍ମାନଜନକ ଆଇସିଏମ୍‌ଆର୍ ଏମ୍‌ଡିଏସ୍ ଥେସିସ୍ ଗ୍ରାଂଟ

September 20, 2026

କୋଟି କୋଟି LPG ଗ୍ରାହକଙ୍କ ପାଇଁ ବଡ଼ ଖବର: ଅକ୍ଟୋବର 1 ରୁ ପରିବର୍ତ୍ତନ ହେବ  ଏହି ନିୟମ 

September 20, 2026

ଜିଓ ହୋମ୍ ବ୍ରଡ଼ବ୍ୟାଣ୍ଡରେ ଏକ ବର୍ଷ ପାଇଁ ମାଗଣା ଆମାଜନ ପ୍ରାଇମ ଲାଇଟ

September 20, 2026
Latest News

ଡିଜିଟାଲ୍ ପେମେଣ୍ଟ ବନାମ MDR: ବ୍ୟବସାୟୀଙ୍କ ଅସନ୍ତୋଷ, ରାଜନୀତି ସରଗରମ

September 20, 2026

ସୋଆ ଦନ୍ତ ଚିକିତ୍ସା ଛାତ୍ରୀଙ୍କୁ ସମ୍ମାନଜନକ ଆଇସିଏମ୍‌ଆର୍ ଏମ୍‌ଡିଏସ୍ ଥେସିସ୍ ଗ୍ରାଂଟ

September 20, 2026

କୋଟି କୋଟି LPG ଗ୍ରାହକଙ୍କ ପାଇଁ ବଡ଼ ଖବର: ଅକ୍ଟୋବର 1 ରୁ ପରିବର୍ତ୍ତନ ହେବ  ଏହି ନିୟମ 

September 20, 2026

ଜିଓ ହୋମ୍ ବ୍ରଡ଼ବ୍ୟାଣ୍ଡରେ ଏକ ବର୍ଷ ପାଇଁ ମାଗଣା ଆମାଜନ ପ୍ରାଇମ ଲାଇଟ

September 20, 2026

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.