Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»10ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା
ଆଜିର ଖବର

10ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

May 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପାଣିପାଗ ବିଭାଗ ପକ୍ଷରୁ 10ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ଆଜି ରାତି 9ଟା ସୁଦ୍ଧା ବର୍ଷା ଓ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହିତ ଏହି ସମୟରେ 50 କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି ।

ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଉଛନ୍ତି କଳାହାଣ୍ଡି, ରାୟଗଡା, କନ୍ଧମାଳ, ବଲାଙ୍ଗିର, ନୂଆପଡା, ନବରଙ୍ଗପୁର, ଗଞ୍ଜାମ, ଗଜପତି, ନୟାଗଡ ଓ କୋରାପୁଟ । ଏହି ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

rain thunder
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.