Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାସୀଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ : 7 ଗୁରୁତର
ଆଜିର ଖବର

ପ୍ରବାସୀଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ : 7 ଗୁରୁତର

May 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଳେଶ୍ବର : ପୁଣି ପ୍ରବାସୀଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କେରଳରୁ ମୁର୍ଶିଦାବାଦ ଯାଉଥିବା ଏହି ବସ୍‌ଟି ବସ୍ତା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବବେଳେ ଏହି ଦୁର୍ଘଟଣାରେ 7ଜଣ ଗୁରୁତର ହୋଇଛନ୍ତି । ଏନ୍‌ଏଚ୍‌ 60 ବସ୍ତା ନିକଟରେ ବସ୍‌କୁ ଏକ ଟ୍ରଲର୍‌ ପଛରୁ ଧକ୍କା ଦେଇଛି । ବସ୍‌ଟିରେ ପ୍ରାୟ 40 ଜଣ ପ୍ରବାସୀ ରହିଥିଲେ ବୋଲି ଜଣାପଡିଛି । ଆହତଙ୍କୁ ନିକଟସ୍ଥ ବସ୍ତା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବାର ସୂଚନା ରହିଛି ।

ସୂଚନାଯୋଗ୍ୟ, ଗତକାଲି ମଧ୍ୟ ବାଲେଶ୍ବର ଠାରେ ଏକ ପ୍ରବାସୀଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ବସ୍‌ଟି କେରଳରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ସମୟରେ 16 ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ତିନି ଜଣ ଗୁରୁତର ହୋଇଥିଲେ ।

ପ୍ରବାସୀ ବସ୍‌ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କର ମଧ୍ୟରାତ୍ରି ଭିଡିଓ ପାଇଁ କଂଗ୍ରେସ କ୍ଷୁବ୍ଧ: ମଲ୍ଲିକାର୍ଜୁନ କଲେ ଏହି ଦାବି

July 24, 2026

ଯୁକ୍ତ ଦୁଇ ନାମଲେଖା: ଦ୍ବିତୀୟ ମେଧା ତାଲିକାରେ ମୋଟ ୪୬,୫୭୦ ଛାତ୍ରଛାତ୍ରୀଙ୍କୁ ଚୟନ

July 24, 2026

ହାଇକୋର୍ଟଙ୍କ ମାର୍ଗଦର୍ଶନରେ ଓଡ଼ିଶାରେ କାର୍ଯ୍ୟକାରୀ ହେଉଛି ଇ-କୋର୍ଟସ୍‌ ପ୍ରକଳ୍ପ

July 24, 2026

ଭୂପୃଷ୍ଠରୁ ଆକାଶମାର୍ଗକୁ ଆକ୍ରମଣ ଲାଗି ସକ୍ଷମ ଲମ୍ବା ଦୂରଗାମୀ କ୍ଷେପଣାସ୍ତ୍ର ‘କୁଶା’ର ସଫଳ ପରୀକ୍ଷଣ

July 24, 2026
Latest News

୧୭ଟି ଦେଶ ଉପରେ ଶୁଳ୍କ ବୋମା ପକାଇଲେ ଡୋନାଲ୍ଡ ଟ୍ରମ୍ପ: ଭାରତ ଏବଂ ପାକିସ୍ତାନ ଉପରେ କେତେ?

July 24, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କର ମଧ୍ୟରାତ୍ରି ଭିଡିଓ ପାଇଁ କଂଗ୍ରେସ କ୍ଷୁବ୍ଧ: ମଲ୍ଲିକାର୍ଜୁନ କଲେ ଏହି ଦାବି

July 24, 2026

କେଉଁ ପରିସ୍ଥିତିରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ୍?: ଭିଡିଓ ଜାରି କରି କହିଲେ….

July 24, 2026

ଆଜି ରାଜ୍ୟ ସରକାର ଓ HCLTech ମଧ୍ୟରେ ସ୍ୱାକ୍ଷରିତ ହେବ ବୁଝାମଣାପତ୍ର

July 24, 2026

ଯୁକ୍ତ ଦୁଇ ନାମଲେଖା: ଦ୍ବିତୀୟ ମେଧା ତାଲିକାରେ ମୋଟ ୪୬,୫୭୦ ଛାତ୍ରଛାତ୍ରୀଙ୍କୁ ଚୟନ

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.