Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ସର୍ବାଧିକ 129 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଆଜି ରାଜ୍ୟରେ ସର୍ବାଧିକ 129 ପଜିଟିଭ୍‌ ଚିହ୍ନଟ

May 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି ସର୍ବାଧିକ 129 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି । ଏନେଇ ସୂଚନାଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପାଣିପାଗ ବିଭାଗ ।   19ଟି ଜିଲ୍ଲାରୁ 129 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କେନ୍ଦ୍ରାପଡାରୁ ସର୍ବାଧିକ ରହିଛନ୍ତି ।  ଏହି ନୂତନ 129 ଜଣଙ୍କ ମଧ୍ୟରେ 119 ଜଣ କ୍ବାରେଣ୍ଟିନ୍‌ କେନ୍ଦ୍ରର ଓ 10 ଜଣ ଲୋକାଲ୍‌ କେସ ରହିଛି ବୋଲି ଜଣାପଡିଛି ।

ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 1948କୁ ବୃଦ୍ଧି ହୋଇଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 889 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 1050ଜଣ। ସେହିପରି କରୋନା ଯୋଗୁଁ  ରାଜ୍ୟରେ 7 ଜଣ ମୃତ୍ୟୁବରଣ କରିଥିବାବେଳେ କରୋନା ଆକ୍ରାନ୍ତ ଥିବା ଦୁଇଜଣ ଅନ୍ୟାନ୍ୟ ରୋଗରେ ମୃତ୍ୟୁବରଣ କରିଛନ୍ତି ।

ଆକ୍ରାନ୍ତ କେନ୍ଦ୍ରାପଡା
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଯାପିତ

March 1, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026
Latest News

ଚମକିଲେ ସଞ୍ଜୁ: ୱେଷ୍ଟଇଣ୍ଡିଜକୁ ହରାଇ ଷଷ୍ଠ ଥର ପାଇଁ ବିଶ୍ଵକପ ସେମିଫାଇନାଲରେ ପହଞ୍ଚିଲା ଭାରତ

March 1, 2026

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଯାପିତ

March 1, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.