Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁରରୁ ଚିହ୍ନଟ 14 ଆକ୍ରାନ୍ତଙ୍କ ତଥ୍ୟ ଦେଲେ ଜିଲ୍ଲା ପ୍ରଶାସନ
ଆଜିର ଖବର

ଜଗତସିଂହପୁରରୁ ଚିହ୍ନଟ 14 ଆକ୍ରାନ୍ତଙ୍କ ତଥ୍ୟ ଦେଲେ ଜିଲ୍ଲା ପ୍ରଶାସନ

June 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଗତସିଂହପୁର :ଆଜି ଜଗତସିଂହପୁରରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୧୪ ଜଣଙ୍କ ତଥ୍ୟ ପ୍ରଦାନ କରିଛନ୍ତି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର । ଚିହ୍ନଟ ସମସ୍ତ ଆକ୍ରାନ୍ତ ବାହାର ରାଜ୍ୟ ଫେରନ୍ତା । ସେଥରୁ ଆନ୍ଧ୍ରରୁ ଜଣେ ମହାରାଷ୍ଟ୍ରରୁ ୭ଜଣ ରହିଥିବାବେଳେ ଗୁଜୁରାଟର ୩, ତାମିଲନାଡରୁ ୨, ପଶ୍ଚିମବଙ୍ଗରୁ ଜଣେ ରହିଛନ୍ତି । ଏହି ନୂତନ ୧୪ ଆକ୍ରାନ୍ତ ମଧ୍ୟରେ ତିର୍ତ୍ତୋଲରୁ ୪ ଜଣ , କୁଜଙ୍ଗରୁ ୮ଜଣ, ନାଉଗାଁରୁ ଦୁଇଜଣରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ସମସ୍ତେ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି ।

ତେବେ ତିର୍ତ୍ତୋଲ ବ୍ଳକରୁ ବାହାରିଥିବା ୪ଜଣ ଆକ୍ରାନ୍ତ ହେଲେ ଆମ୍ବେରୀ ପଞ୍ଚାୟତରୁ ୧ଜଣ, କୋଲର ପଞ୍ଚାୟତରୁ ୧ଜଣ, ଇବ୍ରିସିଂ ପଞ୍ଚାୟତରୁ ୧ଜଣ, ତେନ୍ତୁଳିପଦା ପଞ୍ଚାୟତରୁ ୧ଜଣ, ହୋଇଥିବା ବେଳେ ଉକ୍ତ ୪ଜଣ ଆନ୍ଧ୍ରପ୍ରଦେଶ , ମହାରାଷ୍ଟ୍ର ଓ ତାମିଲନାଡୁ ଫେରନ୍ତା ବୋଲି ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

August 28, 2025

ବାଲୁକା କଳା ମାଧ୍ୟମରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

August 28, 2025

୩୦ ଯାଏଁ ପ୍ରବଳ ବର୍ଷା: ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

August 28, 2025

ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି

August 28, 2025
Latest News

କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

August 28, 2025

ବାଲୁକା କଳା ମାଧ୍ୟମରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

August 28, 2025

୩୦ ଯାଏଁ ପ୍ରବଳ ବର୍ଷା: ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

August 28, 2025

ପିଏମ୍‌ ଜନ ଧନ ଯୋଜନା: ବଞ୍ଚିତଙ୍କୁ ବ୍ୟାଙ୍କ ସେବା ପ୍ରଦାନର ୧୧ ବର୍ଷ ପୂର୍ତ୍ତି

August 28, 2025

ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି

August 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.