Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ 119 ଆକ୍ରାନ୍ତ ସୁସ୍ଥ
ଆଜିର ଖବର

ରାଜ୍ୟରେ ଆଉ 119 ଆକ୍ରାନ୍ତ ସୁସ୍ଥ

June 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ 119 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକାଳେ 156 ଆକ୍ରାନ୍ତଙ୍କ ସମେତ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 2104 ପହଞ୍ଚିଥିବା ବେଳେ ଅପରାହ୍ନରେ 119 ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରେ ଯାଜପୁରର ସର୍ବାଧିକ 60 ଜଣ ଆକ୍ରାନ୍ତ ରହିଛନ୍ତି । ଏହା ବାଦ କଟକରୁ 13, କେନ୍ଦ୍ରାପଡାରୁ 12, ଗଜପତିରୁ 9, ନୟାଗଡରୁ 6, ସୁନ୍ଦରଗଡରୁ 5, ବାଲେଶ୍ବର, ପୁରୀ ଓ ଖୋର୍ଦ୍ଧାରୁ 3 ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଓ ବଲାଙ୍ଗୀରରୁ 2 ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସମ୍ବଲପୁରରୁ ଜଣେ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା 1245ରେ ପହଞ୍ଚିଛି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 850 ରହିଛି ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025

ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ

October 31, 2025
Latest News

Reliance Jio: ଜିଓ ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର, ୧୮ ମାସ ପାଇଁ ମାଗଣାରେ ମିଳିବ ଗୁଗୁଲ୍ ଏଆଇ ପ୍ରୋ

October 31, 2025

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.