Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହଙ୍ଗା ପଡ଼ିଲା ମାଡ଼ ମାରିବା : ନିଲମ୍ବିତ ହେଲେ ପ୍ରକାଶ
ଆଜିର ଖବର

ମହଙ୍ଗା ପଡ଼ିଲା ମାଡ଼ ମାରିବା : ନିଲମ୍ବିତ ହେଲେ ପ୍ରକାଶ

March 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
prakash tripathy suspended from bjd
prakash tripathy suspended from bjd

ଯୁବ ବିଜେଡ଼ିର ଉପସଭାପତି ପ୍ରକାଶ ତ୍ରିପାଠୀଙ୍କୁ ଦଳ ନିଲମ୍ବିତ କରିଛି । ତାଙ୍କୁ ପଦ ଓ ଦଳରୁ ନିଲମ୍ବନ କରାଯାଇଛି । ସହିଦ ନଗର ଥାନାରେ ପଶି ପୋଲିସ୍‌ କର୍ମଚାରୀ ମାଡ଼ ମାରିଥିଲେ ବୋଲି ଅଭିଯୋଗ ରହିଥିଲା । ଆଜି ତାଙ୍କୁ ସକାଳେ ଗିରଫ କରାଯାଇଥିଲା । ସୂଚନାଯୋଗ୍ୟ, ଗତ ୩ ତାରିଖ ରାତିରେ ଥାନା ଭିତରେ ପଶି ବିଜେଡିର କିଛି ନେତା ଓ କର୍ମୀ ପୁଲିସ୍‌କୁ ନିର୍ଧୂମ ପିଟିଥିଲେ। ପୁଲିସ୍‌ କର୍ମଚାରୀଙ୍କ ସମେତ ପୁଲିସ୍‌ ହେପାଜତରେ ଥିବା ଅନ୍ୟ ୩ ଯୁବକଙ୍କୁ ବିଜେଡି ନେତା ପ୍ରକାଶ ତ୍ରିପାଠୀ ଏବଂ ତାଙ୍କ ସମର୍ଥକ ନିସ୍ତୁକ ମାଡ଼ ମାରିଥିବା ପୁଲିସ୍ କର୍ମଚାରୀ ଅଭିଯୋଗ କରିଥିଲେ। ଏହି ମାମଲା ପରଠୁ ପ୍ରକାଶ ଫେରାର ଥିଲେ। ତେବେ ତାଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ମହଲରୁ କମିଶନରେଟ୍ ପୁଲିସ୍‌ ଉପରେ ପ୍ରବଳ ଚାପ ପଡ଼ିଥିଲା। ପୂର୍ବରୁ ଏହି ମାମଲାରେ  ୬ ଜଣଙ୍କୁ ଗିରଫ କରାଯାଇଛି।

suspended thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026

‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.