Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ କରୋନା ସ୍ଥିତି ଜଟିଳ : କରୋନା ମୃତ୍ୟୁ ସଂଖ୍ୟା 5,598କୁ ବୃଦ୍ଧି
ଆଜିର ଖବର

ଭାରତରେ କରୋନା ସ୍ଥିତି ଜଟିଳ : କରୋନା ମୃତ୍ୟୁ ସଂଖ୍ୟା 5,598କୁ ବୃଦ୍ଧି

June 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ:  ମହାମାରୀ କରୋନା ବିଶ୍ବରେ କାୟା ମେଲାଇଛି । ଭାରତରେ ମଧ୍ୟ ସ୍ଥିତି ଜଟିଳ ହେବାରେ ଲାଗିଛି। ଦେଶରେ  ଭୟଙ୍କର ଭାବେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।ଗତ 24 ଘଣ୍ଟାରେ 8ହଜାର ରୁ ଅଧିକ ମାମଲା ସାମନାକୁ ଆସୁଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 1 ଲକ୍ଷ 98 ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା 5 ହଜାର 5 ଶହ ପାର ହେଲାଣି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟାରେ ଦେଶରେ ସର୍ବାଧିକ 8171 ନୂତନ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଥିବାବେଳେ 204ଜଣଙ୍କର ମୃତ୍ୟୁଘଟିଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 1 ଲକ୍ଷ 98  ହଜାର 706ରେ ପହଂଚିଛି ।  ସେହିପରି ମୃତ୍ୟୁ ସଂଖ୍ୟା 5 ହଜାର 598 କୁ ବୃଦ୍ଧି ହୋଇଛି। ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ 95, 527 ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 97,581 ସକ୍ରିୟ ଅଛନ୍ତି। 97 ହଜାର 581 ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ 70 ହଜାର 13 ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି 2362 ଜଣ ଜୀବନ ହରାଇଛନ୍ତି । ଗୁଜୁରାଟରେ 1063, ମଧ୍ୟପ୍ରଦେଶରେ 358  ଓ ପଶ୍ଚିମବଙ୍ଗରେ 302 ଜଣ ଙ୍କ ମୃତ୍ୟୁ ହୋଇଛି । ସେହିପରି ରାଜସ୍ଥାନରେ 184, ଦିଲ୍ଲୀରେ 398 ଓ ତାମିଲନାଡୁରେ 154 ଜଣଙ୍କ ମୃତ୍ୟୁହୋଇଛି ।

covid-19
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

କେଜରିୱାଲ ଏବଂ ସିସୋଦିଆଙ୍କୁ ବଡ଼ ଆଶ୍ୱସ୍ତି: ଏହି ମାମଲାରେ ସିବିଆଇକୁ ଭର୍ତ୍ସନା କଲେ କୋର୍ଟ

February 27, 2026
Latest News

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026

ଆସନ୍ତା ମାର୍ଚ୍ଚ ୫ ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଅମିତ୍ ଶାହ

February 27, 2026

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

କେଜରିୱାଲ ଏବଂ ସିସୋଦିଆଙ୍କୁ ବଡ଼ ଆଶ୍ୱସ୍ତି: ଏହି ମାମଲାରେ ସିବିଆଇକୁ ଭର୍ତ୍ସନା କଲେ କୋର୍ଟ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.