Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଅକୁ ପିଟି ପିଟି ମାରି ଦେଲା ନିଷ୍ଠୁର ବାପା
ଆଜିର ଖବର

ପୁଅକୁ ପିଟି ପିଟି ମାରି ଦେଲା ନିଷ୍ଠୁର ବାପା

June 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉମରେକାଟ : ପୁଅକୁ ପିଟି ପିଟି ମାରିଦେଇଛି ବାପା । 22 ବର୍ଷୀୟ ପୁଅକୁ ପିଟି ପିଟି ମାରିଦେଇଛନ୍ତି ନିଷ୍ଠୁର ବାପା । ରାଇଘର ଥାନା ସରଗୁଲି ଗ୍ରାମରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି । ରାଇଘର ଥାନା ଅନ୍ତର୍ଗତ ସରଗୁଲି ଗ୍ରାମ ପାଖ କୁମୁଲି ଛକରେ ଏହି ଅଘଟଣ ଘଟିଛି । ହତ୍ୟା ପରେ ଅଭିଯୁକ୍ତ ବାପା ଫେରାର ହୋଇଯାଇଥିବାବେଳେ ପୋଲିସ୍‌ ତନାଘନା ଆରମ୍ଭ କରିଛି । ବାପା ପିଟି ପିଟି ମାରିଥିବା ନେଇ ଅଭିଯୋଗ କଲେ ଅନ୍ୟ ଚାରି ପୁଅ । ଅଭିଯୁକ୍ତ ପ୍ରାୟ 10 ବର୍ଷ ତଳେ ସ୍ତ୍ରୀକୁ ହତ୍ୟା କରି ଜେଲ୍‌ ଯାଇଥିଲା । ପରେ ଦ୍ବିତୀୟ ବିବାହ କରି କୁମୁଲି ଛକରେ ଅଭିଯୁକ୍ତ ରହୁଥିଲେ ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କୋର୍ଟ ଚାଲିଥିବା ବେଳେ ଭାରତର ମୁଖ୍ୟ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଲେ ଓକିଲ

October 6, 2025

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ସମ୍ ହସ୍ପିଟାଲ୍‌-୨ରେ ରାଡିଏଲ୍ ଇବିୟୁଏସ୍‌-ଗାଇଡେଡ୍ କ୍ରାୟୋବାୟୋପ୍ସି ପ୍ରକ୍ରିୟାରେ ଚିକିତ୍ସା: ଓଡ଼ିଶାରେ ପ୍ରଥମ

October 6, 2025
Latest News

କୋର୍ଟ ଚାଲିଥିବା ବେଳେ ଭାରତର ମୁଖ୍ୟ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଲେ ଓକିଲ

October 6, 2025

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ବିହାର ନିର୍ବାଚନ ପୂର୍ବରୁ ଆଶ୍ଚର୍ଯ୍ୟଜନକ ସର୍ଭେ: ପୁଣି ମହାଗଠବନ୍ଧନକୁ ଝଟକା ଦେଇପାରେ NDA

October 6, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.