Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରୁ ନୂଆ ପାକିସ୍ତାନ–ବୈଦେଶିକ ମନ୍ତ୍ରଣାଳୟ
ଆଜିର ଖବର

ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରୁ ନୂଆ ପାକିସ୍ତାନ–ବୈଦେଶିକ ମନ୍ତ୍ରଣାଳୟ

March 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pakistan should have to action against terror
pakistan should have to action against terror

ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ-ଏ–ମହମ୍ମଦ ବିରୋଧରେ ପାକ ସରକାର ଏଯାଏ କାର୍ଯ୍ୟାନୁଷ୍ଠାନ ନେଇନାହାନ୍ତି । ବରଂ ଏହି ଆତଙ୍କୀ ସଂଗଠନକୁ ସୁରକ୍ଷା ଦେଇ ଆସୁଛନ୍ତି । ପୁଲ୍‌ୱାମା ଆକ୍ରମଣ ପାଇଁ ଜୈଶ ନିଜକୁ ଦାୟୀ କରିଥିବାବେଳେ ପାକ୍‌ ସରକାର କିନ୍ତୁ ଏହାକୁ ମାନିବାକୁ ନାରାଜ୍‌ ରହିଛନ୍ତି ବୋଲି ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଆତଙ୍କବାଦୀ ସଂଗଠନ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଥିବା ଉପରେ ଏକ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି । ସେହିପରି କୁଖ୍ୟାତ ଆତଙ୍କୀ ମାସୁଦକୁ ନେଇ ମଧ୍ୟ ପାକିସ୍ତାନର କାର୍ଯ୍ୟକଳାପ ବେଶ୍‌ ସନ୍ଦେହଜନକ ରହିଛି । ପାକିସ୍ତାନ ଏବେ ଆତଙ୍କବାଦୀଙ୍କ ମୁଖପାତ୍ର ଭାବେ କାମ କରୁଛି । ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ନୂଆ ଚିନ୍ତାଧାରାରେ ନୂଆ ପାକିସ୍ତାନ କଥା କହୁଥିବାବେଳେ ଜୈଶ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ ବିଫଳ ରହିଛନ୍ତି । ଗୋଟିଏ ପଟେ ଆତଙ୍କବାଦକୁ ସହଯୋଗ କରିବେ ନାହିଁ ବୋଲି ଇମ୍ରାନ୍‌ ଖାନ୍‌ କହୁଥିବାବେଳେ ଜୈଶ୍‌ଙ୍କୁ ଘୋଡେଇ ରଖିବା ତାଙ୍କର ଦୋମୁହାଁ ନୀତିକୁ ପ୍ରମାଣିତ କରୁଛି ।  ସେହିପରି ଭାରତର ୨ଟି ଯୁଦ୍ଧ ବିମାନକୁ ଖସାଇ ଦେଇଥବା ନେଇ ପାକିସ୍ତାନ ଦାବି କରୁଥିବା ବେଳେ ଏହା ସମ୍ପୂର୍ଣ୍ଣ ରୂପେ ମିଥ୍ୟା । ଯଦି ଏହା ସତ୍ୟ, ତେବେ ଏହାର ପ୍ରମାଣ ଅନ୍ତର୍ଜାତୀୟ ଗଣମାଧ୍ୟମକୁ ମଧ୍ୟ ହସ୍ତାନ୍ତର କରୁନାହିଁ କାହିଁକି। ପାକିସ୍ତାନ ଆତ୍ମପ୍ରଚାର ପାଇଁ ମିଥ୍ୟା ପ୍ରଚାର କରୁଛି ।

terror thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.