Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବାରର 5 ଜଣଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଆଜିର ଖବର

ପରିବାରର 5 ଜଣଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

June 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରସୁଗୁଡା : ଝାରସୁଗୁଡାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳୁଛି । ଗୋଟିଏ ପରିବାରର 5 ଜଣ ସଦସ୍ୟ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ଦୁର୍ଘଟଣାରେ ଗୁରୁତର ହୋଇ ଘରର ବଡ ପୁଅ ଦୁଇ ବର୍ଷ ହେବ ଘରେ ଶଯ୍ୟାଶାୟୀ ଥିବାବେଳେ ଗତକାଲି ତାଙ୍କର ମୃତ୍ୟୁ ହୋଇଥିଲା । ଏହା ଦେଖି ଭାଙ୍ଗିପଡିଥିଲେ ପରିବାରର 5 ଜଣ ସଦସ୍ୟ । ଆତ୍ମହତ୍ୟାର ନିଷ୍ପତ୍ତି ନେଇ ମା’, ତିନିଝିଅ ଓ ଜଣେ ପୁଅ ଫିନାଇଲ୍‌ ପିଇ ଦେଇଥିଲେ । ପୁଅର ମୃତ୍ୟୁରେ ମୃତ୍ୟୁରେ ମ୍ରିୟମାଣ ପରିବାର ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବାର ସୂଚନା ରହିଛି ।

ଆତ୍ମହତ୍ୟା ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.