Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜରାଟରେ ଦ୍ୱିତୀୟ ଥର କ୍ୟାବିନେଟ୍‌ ସମ୍ପ୍ରସାରଣ : କ୍ୟାବିନେଟ୍‌ ମନ୍ତ୍ରୀ ହେଲେ ଚଭଡ଼ା
ଆଜିର ଖବର

ଗୁଜରାଟରେ ଦ୍ୱିତୀୟ ଥର କ୍ୟାବିନେଟ୍‌ ସମ୍ପ୍ରସାରଣ : କ୍ୟାବିନେଟ୍‌ ମନ୍ତ୍ରୀ ହେଲେ ଚଭଡ଼ା

March 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
jawahar chavada appointed as a cabinet minister in gujurat by cm
jawahar chavada appointed as a cabinet minister in gujurat by cm

ଦ୍ୱିତୀୟଥର ପାଇଁ କ୍ୟାବିନେଟ୍‌ ସମ୍ପ୍ରସାରଣ କରିଛନ୍ତି ଗୁଜରାଟ ସରକାର । ଜଣେ ବିଜେପିର ବରିଷ୍ଠ ନେତା ଏବଂ କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିବା ୨ ଜଣ ବିଧାୟକଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଛି । ଶୁକ୍ରବାର ଦିନ ବିଜେପିରେ ମିଶିଥିବା କଂଗ୍ରେସ ବିଧାୟକଙ୍କ ଜୱାହର ଚଭଡ଼ା କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିବାବେଳେ ଅନ୍ୟ ୨ ଜଣ ରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି। ୩ ନୂଆ ମନ୍ତ୍ରୀଙ୍କ ସହ ରୂପାନୀ ସରକାରରେ ମନ୍ତ୍ରୀସଂଖ୍ୟା ୨୪ରେ ପହଞ୍ଚିଛି । କଂଗ୍ରେସ ଓବିସି ନେତା ବିଧାୟକ ଅଳ୍ପେଶ ଠାକୁର ବିଜେପିରେ ମିଶିବେ ବୋଲି ଚର୍ଚ୍ଚା ହେଉଥିଲା। ହେଲେ ଅଳ୍ପେଶ ଠାକୁର ସମସ୍ତ ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି । ସେ କଂଗ୍ରେସରେ ରହିବେ ଓ ଲୋକଙ୍କ ସମସ୍ୟାର ସମାଧାନ କରିବା ହେଉଛି ତାଙ୍କର ପ୍ରାଥମିକତା ବୋଲି ସେ କହିଛନ୍ତି ।

gujurat thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026
Latest News

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.