Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଙ୍ଗପାଳ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ : ଆବଶ୍ୟକ ପଡିଲେ ଅଗ୍ନିଶମ ବିଭାଗର ସହାୟତା ନିଆଯିବ
ଆଜିର ଖବର

ପଙ୍ଗପାଳ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ : ଆବଶ୍ୟକ ପଡିଲେ ଅଗ୍ନିଶମ ବିଭାଗର ସହାୟତା ନିଆଯିବ

June 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପଙ୍ଗପାଳ ମୁକାବିଲା ନେଇ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭିନ୍ନ ବରିଷ୍ଠ ଅଧିକାରୀଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଏହି ସମୀକ୍ଷ ବୈଠକ କରିଥିଲେ । ବୈଠକ ପରେ ସ୍ୱତନ୍ତ୍ର ସଚିବ ଏସ.କେ ବଶିଷ୍ଠ ସୂଚନା ଦେଇ କହିଛନ୍ତି ଯେ ପଙ୍ଗପାଳ ଓଡ଼ିଶା ଆସିବାର ସମ୍ଭାବନା ରହିଛି । ଆମେ ଏଥିପାଇଁ ପୂରା ପ୍ରସ୍ତୁତ ରହିଛୁ ବୋଲି ସେ କହିଛନ୍ତି । ତେଲେଙ୍ଗାନା, ଆନ୍ଧ୍ର, ବିହାର, ଛତିଶଗଡ଼ ଉପରେ ନଜର ରହିଛି । ଚାରି ହଜାର ନିକଟବର୍ତ୍ତୀ ଜିଲ୍ଳାକୁ ଆଲର୍ଟରେ ରଖାଯାଇଛି । ଏହାସହ ଓଡ଼ିଶାର 8ଜିଲ୍ଳାକୁ ଆଲର୍ଟ କରାଯାଇଛି । 8 ଜିଲ୍ଲା ହେଉଛି ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, କେନ୍ଦୁଝର ଓ ମୟୁରଭଞ୍ଜ । 50ଲକ୍ଷ ଚାଷୀଙ୍କୁ ସଚେତନ କରାଯାଇଛି । ଜିଲ୍ଳାପାଳ ଓ କୃଷି ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ଜଙ୍ଗଲ, କୃଷି, ଅଗ୍ନିଶମ ଓ ହର୍ଟିକଲଚର ମିଳିତ ଉଦ୍ୟମରେ ପଙ୍ଗପାଳ ମୁକାବିଲା କରାଯିବ । କେମିକାଲ ସହ ବଡ଼ବଡ଼ ସ୍ପ୍ରେ ମେସିନ ପ୍ରସ୍ତୁତ ରଖାଯାଇଛି । ଏହା ସହିତ ଆବଶ୍ୟକ ପଡିଲେ ଅଗ୍ନିଶମ ବିଭାଗର ମଧ୍ୟ ସହାୟତା ନିଆଯିବ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଅଗ୍ନିଶମ ସେବା ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ୍‌ କମିଶନର, ଜଙ୍ଗଲ ଓ ପରିବେଶ ବିଭାଗର ଅତିଣିକ୍ତ ମୁଖ୍ୟ ଶାସନ ସଚିବ, ଓୟୁଏଟିର କୁଳପତି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ବତନ୍ତ୍ର ସଚିବ, କୃଷି ନିର୍ଦ୍ଦେଶକ ଏବଂ ଭାରତ ସରକାରଙ୍କ ସମନ୍ବିତ ରୋଗ ପୋକ ନିୟନ୍ତ୍ରଣ କେନ୍ଦ୍ରର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ପଙ୍ଗପାଳ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.