Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବାରର 5 ଜଣ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା : ଜଣେ ମୃତ
ଆଜିର ଖବର

ପରିବାରର 5 ଜଣ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା : ଜଣେ ମୃତ

June 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରସୁଗୁଡା : ମାଆ ସମେତ 5 ଭାଇ ଭଉଣୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଆଜି ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ବୁର୍ଲାରେ ଚିକିତ୍ସାଧୀନ ଜଣେ ପୁଅର ବିଳମ୍ବିତ ରାତ୍ରିରେ ମୃତ୍ୟୁ ଘଟିଛି । ଏବେ ବି ଗୁରୁତର ମାଆ ଓ ଦୁଇ ଭଉଣୀ ଝାରସୁଗୁଡା ମେଡ଼ିକାଲରେ ଚିକିତ୍ସାଧୀନ ରହିଛନ୍ତି । ଅନ୍ୟ ଜଣେ ଗୁରୁତର ଏବେ ବୁର୍ଲା ମେଡ଼ିକାଲରେ ଚିକିତ୍ସାଧୀନ ରହିଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ମାଆ, ତିନି ଭଉଣୀ ଓ ଜଣେ ଭାଇ ଫିନାଇଲ୍‌ ପିଇ ଗୁରୁତର ହୋଇପଡିଥିଲେ । 1 ତାରିଖରେ ବଡ ପୁଅର ମୃତ୍ୟୁ ଘଟିବା ପରେ ଦୁଃଖରେ ମ୍ରିୟମାଣ ହୋଇ ପରିବାରର ସମସ୍ତ 5 ଜଣ ସଦସ୍ୟ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ଝାରସୁଗୁଡା ବିଟିଏମ୍‌ ଫାଣ୍ଡି ଲହଣ୍ଡାବୁଡରେ ଏହି ଅଭାବନୀୟ ଘଟଣା ଘଟିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026
Latest News

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026

ଅପ୍ରେଲ ୧୪ ରେ ବାଲୁଗାଁରେ ଅଷ୍ଟଶମ୍ଭୁ ମିଳନ: ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 7, 2026

ଆଜି ଏପ୍ରିଲ ୭ ତାରିଖ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 7, 2026

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.