Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା କବଳରେ ବିଚାରପତି ଓ ତାଙ୍କ ପତ୍ନୀ
ଆଜିର ଖବର

କରୋନା କବଳରେ ବିଚାରପତି ଓ ତାଙ୍କ ପତ୍ନୀ

June 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ରୋହିଣୀ କୋର୍ଟର ଜଣେ ବିଚାରପତିଙ୍କ କରୋନା ରିପୋର୍ଟ ମଧ୍ୟ ପଜିଟିଭ୍‌ ଆସିଛି। ବିଚାରପତିଙ୍କ ସହ ତାଙ୍କ ପତ୍ନୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ରହିଛି । କରୋନା ସଂକ୍ରମିତ ହେବା ପରେ ବିଚାରପତି ନିଜକୁ କ୍ବାରେଣ୍ଟାଇନ୍‌ କରିଛନ୍ତି।

ବିଚାରପତି ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ ହେବା ପରେ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି । ରୋହିଣୀ କୋର୍ଟ କମ୍ପ୍ଲେକ୍ସରେ କରୋନା ପ୍ରୋଟୋକଲ୍‌ର ପାଳନ କରାଯାଉଛି । ରାଜଧାନୀ ଦିଲ୍ଲୀରେ ସରକାରୀ କର୍ମଚାରୀ ତଥା ଅଧିକାରୀମାନେ ଏବେ କରୋନାରେ ସଂକ୍ରମିତ ହେଉଥିବାର ଖବର ସାମ୍ନାକୁ ଆସୁଛି ।

ଦିଲ୍ଲୀରେ ଏପର୍ଯ୍ୟନ୍ତ 556ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା 12,573କୁ ବୃଦ୍ଧି ହୋଇଛି ।  ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 5,598ରେ ପହଞ୍ଚିଛି ।(ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ଥାଲାପତି ବିଜୟ ନୁହଁନ୍ତି, ରାଜନୀତିରେ ଏହି ୫ ଦକ୍ଷିଣ ସୁପରଷ୍ଟାର ମଧ୍ୟ ଦେଖାଇଛନ୍ତି ଜଲୱା

May 5, 2026

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026
Latest News

କେବଳ ଥାଲାପତି ବିଜୟ ନୁହଁନ୍ତି, ରାଜନୀତିରେ ଏହି ୫ ଦକ୍ଷିଣ ସୁପରଷ୍ଟାର ମଧ୍ୟ ଦେଖାଇଛନ୍ତି ଜଲୱା

May 5, 2026

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

May 5, 2026

ଆଜି ମଙ୍ଗଳବାର ମେ ୫ ତାରିଖରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ମାଲେମାଲ୍

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.