Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବାରର 5 ଜଣ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା : ଆଉ ଦୁଇ ମୃତ
ଆଜିର ଖବର

ପରିବାରର 5 ଜଣ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା : ଆଉ ଦୁଇ ମୃତ

June 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରସୁଗୁଡା : ମାଆ ସମେତ 5 ଭାଇ ଭଉଣୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଆଜି ଆଉ ଦୁଇଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ମାଆ ଓ ଝିଅଙ୍କ ମୃତ୍ୟୁ ଘଟିଛି । ମାଙ୍କ ବୟସ 58 ବର୍ଷ ହୋଇଥିବାବେଳେ ଝିଅର ବୟସ 31 ବର୍ଷ । ଗତକାଲି ବିଳମ୍ବିତ ରାତ୍ରିରେ ଜଣେ ପୁଅର ମୃତ୍ୟୁ ଘଟିଥିଲା ।  ସୂଚନାଯୋଗ୍ୟ, ମାଆ, ତିନି ଭଉଣୀ ଓ ଜଣେ ଭାଇ ଫିନାଇଲ୍‌ ପିଇ ଗୁରୁତର ହୋଇପଡିଥିଲେ । 1 ତାରିଖରେ ବଡ ପୁଅର ମୃତ୍ୟୁ ଘଟିବା ପରେ ଦୁଃଖରେ ମ୍ରିୟମାଣ ହୋଇ ପରିବାରର ସମସ୍ତ 5 ଜଣ ସଦସ୍ୟ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ଝାରସୁଗୁଡା ବିଟିଏମ୍‌ ଫାଣ୍ଡି ଲହଣ୍ଡାବୁଡରେ ଏହି ଅଭାବନୀୟ ଘଟଣା ଘଟିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଚାମ୍ପିଅନସିପ: ଚମତ୍କାର ପ୍ରତ୍ୟାବର୍ତ୍ତନ କରି ପ୍ରି-କ୍ୱାର୍ଟରଫାଇନାଲରେ ପହଞ୍ଚିଲେ ପିଭି ସିନ୍ଧୁ

August 28, 2025

ନୂଆଁଖାଇ ପର୍ବର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

August 28, 2025

‘ଭାରତ ଉପରେ ପରମାଣୁ ଆକ୍ରମଣ କର’: ଆମେରିକାରେ ଗୁଳିଚାଳନା କରିଥିବା ଅଭିଯୁକ୍ତଙ୍କ ଦାବି

August 28, 2025

ଛତ୍ରପୁର ନିକଟସ୍ଥ ସମୁଦ୍ରରେ ଡଙ୍ଗା ଓଲଟି ଜଣେ ନିଖୋଜ, ୬ ଉଦ୍ଧାର

August 28, 2025
Latest News

୧୧ ବର୍ଷ ମଧ୍ୟରେ ଜନଧନ ଖାତାରେ ମୋଟ ଜମା ରାଶି ୨.୬୮ ଲକ୍ଷ କୋଟି: କେନ୍ଦ୍ର ଅର୍ଥମନ୍ତ୍ରୀ

August 28, 2025

ବିଶ୍ୱ ଚାମ୍ପିଅନସିପ: ଚମତ୍କାର ପ୍ରତ୍ୟାବର୍ତ୍ତନ କରି ପ୍ରି-କ୍ୱାର୍ଟରଫାଇନାଲରେ ପହଞ୍ଚିଲେ ପିଭି ସିନ୍ଧୁ

August 28, 2025

ନୂଆଁଖାଇ ପର୍ବର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

August 28, 2025

‘ଭାରତ ଉପରେ ପରମାଣୁ ଆକ୍ରମଣ କର’: ଆମେରିକାରେ ଗୁଳିଚାଳନା କରିଥିବା ଅଭିଯୁକ୍ତଙ୍କ ଦାବି

August 28, 2025

ବାଣପୁରରେ ସଫଳ ହେଲା ‘ଆସ ସ୍କୁଲ ଯିବା’ କାର୍ଯକ୍ରମ

August 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.